ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ୯ ବିଭାଗରେ ପିଜି ଖୋଲିବାକୁ ଅନୁମତି
ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଠାରେ ରହିଥିବା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ନୂତନ ଭାବରେ ୯ଟି ବିଭାଗର ପିଜି ପାଠ୍ୟକ୍ରମ ଖୋଲିବାକୁ ଖୋଲିବାକୁ ଅନୁମତି ମିଳିଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁମତି ମିଳିଥିବା ବେଳେ ଏହାକୁ ନେଇ ଖୁସିର ମାହୋଲ ଦେଖାଯାଇଛି।…