Latest Odisha News

BREAKING NEWS

ଓଡ଼ିଶାରେ ଚଳିତବର୍ଷ ୬୪ ନକ୍ସଲ ନିପାତ କରିଛି ବିଏସ୍ଏଫ୍

ଭୁବନେଶ୍ୱର : ଆସନ୍ତାକାଲି ସୀମା ସୁରକ୍ଷା ବଳ ବା ବିଏସଏଫ୍ ପ୍ରତିଷ୍ଠା ଦିବସ । ଆଜିକୁ ୫୭ ବର୍ଷ ଧରି ସୀମା ସୁରକ୍ଷା କରିଆସୁଛି ବିଏସଏଫ୍ । ଯାହାକୁ ବିଏସଏଫ୍ ପକ୍ଷରୁ ‘ରେଜିଙ୍ଗ ଡେ’ ଭାବେ ପାଳନ କରାଯାଉଛି । ଓଡ଼ିଶାରେ ୨୦୧୦ରୁ ବିଏସଏଫ୍ କର୍ତ୍ତବ୍ୟରତ । ୨୦୦୪ରେ କୋରାପୁଟ ମୋଟୁ ଥାନା…

ରାଜଧାନୀର ୪ଟି ସ୍ଥାନରେ NH ଉପରେ ନିର୍ମାଣ ହେବ ଫୁଟ୍ ଓଭର ବ୍ରିଜ୍

ଭୁବନେଶ୍ୱର: ବଢ଼ୁଥିବା ଜନସଂଖ୍ୟା ଓ ଗାଡ଼ିକୁ ଦେଖି ଜାତୀୟ ରାଜପଥ ପ୍ରଶସ୍ତ କାର୍ଯ୍ୟ ଚାଲିଛି । ଜାତୀୟ ରାଜପଥ ୧୬ରେ ବିଭିନ୍ନ ସ୍ଥାନରେ ଓଭର ବ୍ରିଜ୍ ନିର୍ମାଣ କରାଯିବା ସହ ଜାତୀୟ ରାଜପଥକୁ ୬ ଲେନ୍ କରିବା କାର୍ଯ୍ୟ ଜାରି ରହିଛି । ରାଜଧାନୀରେ ଆଉ ୪ଟି ଫୁଟ୍ ଓଭର ବ୍ରିଜ୍ ନିର୍ମାଣ କରାଯିବ…

ଡିସେମ୍ୱର ୨ରୁ ୪ ଯାଏଁ ରାଜଧାନୀରେ ହେବ  ‘ବାୟୁ ସମ୍ମିଳନୀ’

ଭୁବନେଶ୍ୱର : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱରରେ ଆୟୋଜିତ ହେବ ବାୟୁ ସମ୍ମିଳନୀ । ଡିସେମ୍ୱର ୨ରୁ ୪ ଯାଏଁ ହେବ  ‘ବାୟୁ ସମ୍ମିଳନୀ’ । ସ୍ୱଚ୍ଛ ବାୟୁ ଲକ୍ଷ୍ୟ ହାସଲ କରିଥିବା ସହରମାନଙ୍କୁ ‘ଜାତୀୟ ସ୍ୱଚ୍ଛ ବାୟୁ ସହର’ ପୁରସ୍କାର ଦିଆଯିବ । ଏସବୁ ସହରକୁ ଅଧିକ ସ୍ୱଚ୍ଛ ବାୟୁ…

ଆମିରଖାନଙ୍କ ଜ୍ବାଇଁକୁ ନେଇ ପ୍ରଶଂସକଙ୍କ ମନରେ ଉଙ୍କିମାରୁଛି ଅନେକ ପ୍ରଶ୍ନ ?

ନୂଆଦିଲ୍ଲୀ : ବଲିଉଡ ଅଭିନେତା ଆମିର ଖାନଙ୍କ ଝିଅ ବିବାହକୁ ନେଇ ସୋଶିଆଲ ମିଡିଆରେ ଚାଲିଛି ଚର୍ଚ୍ଚା  । ନିକଟରେ ଅଭିନେତ୍ରୀ ଇରା ଖାନ୍ ଏବଂ ବୟଫ୍ରେଣ୍ଡ ନୁପୂର ଶିଖରଙ୍କ ସହ ନିର୍ବନ୍ଧ ହୋଇଥିଲା  । ଖୁବ୍ ଶୀଘ୍ର ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି  । ତେବେ ଇରାଙ୍କ…

ପ୍ରଥମ ଓଡ଼ିଆ ଭାବେ GST ଗୁଇନ୍ଦା ମୁଖ୍ୟ ହେଲେ IRS ସୁର୍ଜିତ ଭୁଜବଳ

ଭୁବନେଶ୍ୱର: ଓଡ଼ିଶା ପୁଅ ହେଲେ ଜିଏସଟି ଗୁଇନ୍ଦା ମୁଖ୍ୟ । କେନ୍ଦ୍ର ସରକାରଙ୍କ ଅଧିନ ଜିଏସଟି ଗୁଇନ୍ଦା ମୁଖ୍ୟ ଭାବେ ଆଇଆରଏସ୍ ଅଧିକାରୀ ସୁର୍ଜିତ ଭୁଜବଳଙ୍କୁ ନିଯୁକ୍ତି ମିଳିଛି । ସୁର୍ଜିତ ହେଉଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ଆରକେ ଭୁଜବଳଙ୍କ ପୁଅ ଏବଂ ଅବସରପ୍ରାପ୍ତ ଆଇଜିପି କୁଳମଣି…

ବଳାତ୍କାରୀଙ୍କୁ ମୁକ୍ତ କରିବା ଘଟଣାକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କଲେ ବିଲକିସ ବାନୋ

ନୂଆଦିଲ୍ଲୀ: ପୁଣି ଚର୍ଚ୍ଚାରେ ବିଲକିସ ବାନୋ ମାମଲା । ଗୁଜରାଟ ଦଙ୍ଗାବେଳେ ଗ୍ୟାଙ୍ଗ ରେପ ସହ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିଥିବା ୧୧ ଜଣ ଲୋକଙ୍କୁ କୋର୍ଟ ଖଲାସ କରିବା ପ୍ରତିବାଦରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୀଡିତା । ଅପରାଧୀଙ୍କୁ ମୁକ୍ତ କରାଯିବା…

ଦଲେର ମେହେନ୍ଦୀଙ୍କ ୩ଟି ଫାର୍ମହାଉସ୍ ସିଲ୍

ଗୁରୁଗାଓଁ : ସିଙ୍ଗର୍ ଦଲେର୍ ମେହେନ୍ଦୀଙ୍କ ୩ଟି ଫାର୍ମହାଉସ ସିଲ୍  । ଗୁରୁଗାଁରେ ଦମଦମା ଝରଣା ଜମିରେ ହୋଇଥିଲା ଏହି ଫାର୍ମହାଉସ । ଯାହା ୧.୫ ଏକରରେ ନିର୍ମିତ ହୋଇଥିଲା । ବେଆଇନ ଭାବେ ନିର୍ମାଣ କରିଥିବା ଏହି ଫାର୍ମହାଉସକୁ ସିଲ୍ କରିଦେଇଛି ଟାଉନ ପ୍ଲାନିଂ ବିଭାଗ । ଝରଣା ପାଣି ବୋହୁଥିବା…

ଓଡ଼ିଶା ଭେଇକିଲ୍ ସ୍କାର୍ପିଂ ନୀତିକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର: ଓଡ଼ିଶା କ୍ୟାବିନେଟ୍ ନୂଆ ପଞ୍ଜିକୃତ ଭେଇକିଲ୍ ସ୍କାର୍ପିଂ ନୀତି-୨୦୨୨ ସହ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି । ନୂତନ ଭେଇକିଲ୍ ସ୍କାର୍ପିଂ ପଲିସି ଦ୍ୱାରା ଗାଡ଼ି ପ୍ରଦୂଷଣ ହ୍ରାସ ପାଇବ । ନୂତନ ନୀତି ଅନୁସାରେ, ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ିକୁ ସ୍କାର୍ପିଂ ସେଣ୍ଟରରେ ନଷ୍ଟ…

୯ରୁ ମାଟ୍ରିକ ସମ୍ମେଟିଭ୍ ମୂଲ୍ୟାୟନ

କଟକ: ମାଟ୍ରିକ ସମ୍ମେଟିଭ ପରୀକ୍ଷା ଖାତା ମୂଲ୍ୟାୟନ ଡିସେମ୍ୱର ୯ତାରିଖରୁ ଆରମ୍ଭ ହେବ । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ । ସକାଳ ୯ଟାରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ଖାତା ଦେଖା ହେବ । ଡିସେମ୍ୱର ୧୯ ତାରିଖ ଯାଏଁ ମୂଲ୍ୟାୟନ ହେବ ବୋଲି ବୋର୍ଡ ଅଫ୍ ସେକେଣ୍ଡାରୀ…

ନୂଆପଡାରେ ଜମୁଛି କୁରାଲ ପୂଜା

ନୂଆପଡ଼ା : କୁମ୍ଭାରଙ୍କ ପ୍ରମୁଖ ପୂଜା କୁରାଲ ପୂଜା  । ଏହି ପୂଜା କୁମ୍ଭାର ଜାତିର ଲୋକମାନେ ବହୁତ ଉତ୍ସାହର ସହ ମନାଇଥାନ୍ତି । ସୁନ୍ଦର ଆଲୋକ ସାଜସଜ୍ଜା ସାଙ୍ଗକୁ ପାରମ୍ପରିକ ନୃତ୍ୟରେ ଝୁମୁଛନ୍ତି ନୂଆପଡ଼ାବାସୀ । ଏନେଇ ଖଡ଼ିଆଳ, ସିନାପାଲି, ବୋଡେ଼ନ କୋମନା ବ୍ଲକର ବିଭିନ୍ନ ଗାଁ ଯଥା…