କୋଲକାତା ଅନ୍ତର୍ଜାତୀୟ ବିମାନ ବନ୍ଦର ଭିତରେ ହୁତୁ ହୁତୁ ହୋଇ ଜଳୁଛି ନିଆଁ
କୋଲକାତା: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦର ଭିତରେ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଅଗ୍ନିଶମ ବିଭାଗର ୬ ଟି ଗାଡି ନିଆଁ ଲିଭାଇବାରେ ନିୟୋଜିତ ଅଛନ୍ତି। ବିମାନବନ୍ଦରରେ ଧୂଆଁ ବାହାରିବା କାରଣରୁ ଯାତ୍ରୀମାନଙ୍କୁ ସ୍ଥାନାନ୍ତର କରାଯାଉଛି। କୋଲକାତା ବିମାନବନ୍ଦରର…