ମାସ୍କ ପିନ୍ଧି କଳାହାଣ୍ଡିରେ ଏଟିଏମ୍ ଲୁଟିନେଲେ ଦୁର୍ବୃତ୍ତ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ଥିବା ଷ୍ଟେଟବ୍ୟାଙ୍କ ଏଟିଏମକୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ । ବୁଧବାର ପୂର୍ବାହ୍ନରେ ଏହି ଘଟଣା ଘଟିଥିବା ବେଳେ ଦୁର୍ବୃତ୍ତମାନେ ମେସିନ୍ କାଟି ଟଙ୍କା ଲୁଟି ନେଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି।
ମାସ୍କ ପିନ୍ଧିଥିବା ତିନି ଜଣ…