Latest Odisha News

BREAKING NEWS

ଆଉ ଏକ ପ୍ୟାନ ଇଣ୍ଡିଆ ପ୍ରୋଜେକ୍ଟରେ ଅଭିନୟ କରିବେ ରାମଚରଣ

ମାଡ୍ରାସ: ବାହୂବଳୀ ଓ ଆରଆରଆର ଫିଲ୍ମ ମାଧ୍ୟମରେ ସାଉଥ ସୁପରଷ୍ଟାର ରାମଚରଣ ଏବେ ସାରା ଭାରତରେ ପରିଚିତ ହୀରୋ ସାଜିଛନ୍ତି । ତାଙ୍କ ଫିଲ୍ମକୁ ଦେଖିବା ପାଇଁ ପ୍ରଂଶସକମାନେ ବ୍ୟଗ୍ରତା ସହକାରେ ଅପେକ୍ଷା କରୁଛନ୍ତି । ଇତି ମଧ୍ୟରେ ରାମଚରଣଙ୍କ ଆଗାମୀ ଫିଲ୍ମର ଘୋଷଣା ହୋଇସାରିଛି । ଉପେନା ଫିଲ୍ମ…

ବିମାନରେ ମିଳିବ 5G ! କରି ପାରିବେ କଲ୍, ଚଲାଇ ପାରିବେ ଇଣ୍ଟରନେଟ୍

ନୂଆଦିଲ୍ଲୀ: ବିମାନ ଯାତ୍ରା ସମୟରେ ମଝି ଆକାଶରୁ କରି ପାରିବେ କଲ୍ । ଇଚ୍ଛା ଅନୁସାରେ ଦେଖି ପାରିବେ ଅନଲାଇନ୍ ଭିଡିଓ । ଖୁବଶୀଘ୍ର ବିମାନ ଯାତ୍ରା ବେଳେ ମିଳିପାରେ ୫ଜି ସେବା । ଏବେ ଦେଶରେ ୫ଜି ସେବା ଆରମ୍ଭ ହୋଇଥିବା ବେଳେ ଶୀଘ୍ର ହିଁ ଦେଶର ଅନ୍ୟ ସହରରେ ଉପଲବ୍ଧ ହେବ । ୪ଜି ତୁଳନାରେ…

ଏହି ୪ଟି ସମସ୍ୟାରୁ ମୁକ୍ତି ଦିଏ ଅଶ୍ୱଗନ୍ଧା ପାଉଡର

ଭୁବନେଶ୍ୱର: ଅଶ୍ୱଗନ୍ଧା ଏମିତି ଏକ ଆୟୁର୍ବେଦିକ ଜଡିବୁଟି ଯେଉଁଥିରେ ପ୍ରଚୁର ପରିମାଣରେ ପୋଷକ ତତ୍ତ୍ୱ ରହିଛି ଯାହା ଶରୀର ପକ୍ଷେ ଲାଭଦାୟକ ରହିଥାଏ । ଗୁଣକାରୀ ଅଶ୍ୱଗନ୍ଧା ଶରୀରକୁ ବିଭିନ୍ନ ଲାଭ ଦେଇଥାଏ । ଅଶ୍ୱଗନ୍ଧାର ମୂଳକୁ ଗୁଣ୍ଡ କରି କ୍ଷୀର କିମ୍ୱା ପାଣିରେ ମିଶାଇ ସେବନ କରାଯାଇଥାଏ ।…

ଶଶୂର ନାଁରେ ସଙ୍ଗୀନ ଅଭିଯୋଗ ଆଣିଲା ବୋହୂ

କଟକ : ନ୍ୟାୟ ପାଇବା ପାଇଁ ସ୍ୱାମୀ ଘର ଆଗରେ ଧାରଣାରେ ବସିଲେ ମହିଳା । ସ୍ବାମୀ ନଥିବା ସମୟରେ ଶଶୂର ଦେଉଥିଲା ନିର୍ଯାତନା । ବୋହୂକୁ ନିଜର କରିବାକୁ ଚଳାଇଥିଲା ପ୍ରୟାସ  । ଏଭଳି ସଙ୍ଗୀନ ଅଭିଯୋଗ ଆଣିଛି ଜଣେ ବୋହୂ । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ମାଛୁଆତି ଗାଁର ସନାତନ…

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଡ ଲାଗି ନୀତି

ପୁରୀ: ମାର୍ଗଶିର ଶୁକ୍ଳ ପଞ୍ଚମୀ ରାତିରେ ଶ୍ରୀଜଗନ୍ନାଥ ସବୁ ଦିନ ପରି ପାରମ୍ପରିକ ଗୀତଗୋବିନ୍ଦ ଖଣ୍ଡିଆ ନ ପିନ୍ଧି ଖୁବ୍ ପତଳା ଝୀନ ବସ୍ତ୍ର ପିନ୍ଧନ୍ତି। ଏହାର ତାତ୍ପର୍ଯ୍ୟ ହେଉଛି, ସେ ଶୀତର ପ୍ରକୋପକୁ ଅସ୍ୱୀକାର କରନ୍ତି। କଥିତ ଅଛି ଯେ ଏହା ଫଳରେ ଶୀତ ଡରିଯାଇ ତାଙ୍କର ଶରଣରେ ପଶେ ଏବଂ…

ଆଇସିସି ବିଶ୍ୱକପ ୨୦୨୩: ଭାରତ ସମେତ ୭ ଟିମ କଲେ ସିଧାସଳଖ କ୍ୱାଲିଫାଇ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ସୋମବାର ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ସିଧାସଳଖ ପ୍ରବେଶ କରିଥିବା ୭ଟିମର ନାମ ଘୋଷଣା କରିଛି । ଆୟୋଜକ ଭାରତ ସମେତ ଅଷ୍ଟ୍ରେଲିଆ, ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନ ଯୋଗ୍ୟତା ହାସଲ କରିଛନ୍ତି । ୧୨ ବର୍ଷ ପରେ…

କୋର୍ଟ ପରିସରରେ ଜଜ୍‌ଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ

ବ୍ରହ୍ମପୁର: ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୨ଟା ବେଳେ ବ୍ରହ୍ମପୁର ଉପଖଣ୍ଡୀୟ ବିଚାର ବିଭାଗୀୟ ଜଜ୍‌(ଏସ୍‌ଡିଜେଏମ୍‌) ପ୍ରଜ୍ଞା ପାରମିତା ପ୍ରତିହାରୀଙ୍କୁ ଜଣେ ବ୍ୟକ୍ତି ଛୁରୀରେ ଆକ୍ରମଣ ଉଦ୍ୟମ କରିଥିଲେ। ଉପସ୍ଥିତ ଆଇନ୍‌ଜୀବୀମାନେ ତାଙ୍କୁ କାବୁ କରିଥିଲେ। ତାଙ୍କ ନାମ ଭଗବାନ ସାହୁ…

ଆମ୍ବୁଲାନ୍ସରୁ ନାଗ ସାପ ଉଦ୍ଧାର

ଅନୁଗୁଳ: ଆମ୍ବୁଲାନ୍ସ ଭିତରେ ନାଗ । ଉଦ୍ଧାର ବେଳେ ନାକେଦମ୍ ହେଲେ ସାପ ଉଦ୍ଧାରକାରୀ । ଆଜି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ । ଗାଁ ଗାଁ ବୁଲି ମାଗଣା ଚିକିତ୍ସା ଯୋଗାଇ ଦେଉଥିବା ଭ୍ରାମ୍ୟମାଣ ଚିକିତ୍ସା ସେବା ଗାଡ଼ି କୋଶଳା, ନାଣ୍ଡିଛୋଡ଼ ଅଞ୍ଚଳରୁ…

ଆପଣଙ୍କ ଆଖି ତଳ କଳା ପଡ଼ୁଛି କି ! ତେବେ ଆପଣାନ୍ତୁ ଏହି ଉପାୟ….

ଓଡ଼ିଶା ସମ୍ବାଦ ବ୍ୟୁରୋ : ଆାଖି ମୁହଁର ସୁନ୍ଦରତା ବଢ଼ାଇଥାଏ । ଶରୀରର ସବୁଠୁ ସୂକ୍ଷ୍ମ ଅଙ୍ଗ ହେଉଛି ଆଖି  । ଆମ ଆଖି ସୁନ୍ଦର ଦେଖାଗଲେ ଆମେ ମଧ୍ୟ ସୁନ୍ଦର ଦିଶିବା  । ତେବେ ପ୍ରତି ମୁହୂର୍ତ୍ତରେ ଆଖିର ଯତ୍ନ ନେବା ଆବଶ୍ୟକ ରହିଛି  । ଅନେକ ସମୟରେ ଆଖିକୁ ନେଇ ବିଭିନ୍ନ ସମସ୍ୟା…