ଆପଣ ଜାଣନ୍ତି କି ବଦ୍ରିନାଥ ମନ୍ଦିରରେ କାହିଁକି ଶଙ୍ଖ ଫୁଙ୍କାଯାଏ ନାହିଁ, ଜାଣନ୍ତୁ ଏହା ପଛରେ ଥିବା ରହସ୍ୟ
ଓଡିଶା ସମ୍ବାଦ ବ୍ୟୁରୋ: ହିନ୍ଦୁ ଧର୍ମରେ କୈାଣସି ପୂଜାପାଠର ପ୍ରଥମ ଏବଂ ଶେଷରେ ଶଙ୍ଖରନାଦ କରାଯାଇଥାଏ । ପୂଜା ସହିତ, ପ୍ରତ୍ୟେକ ଶୁଭ କାର୍ୟ୍ୟ ସମୟରେ ଶଙ୍ଖ ଫୁଙ୍କା ଯାଏ । ଶଙ୍ଖକୁ ସୁଖ, ସମୃଦ୍ଧତା ଏବଂ ଶୁଭତାର କାରକ ଭାବରେ ବିବେଚନା କରାଯାଇଛି । କୁହାଯାଏ ଯେ ଶଙ୍ଖ ନ ଫଉଙ୍କା ହେଲେ ପୂଜା…