ନିଖୋଜ କୁକୁରକୁ ଖୋଜିଦେଲେ ମିଳିବ ୧୧ କୋଟି , ସୂଚନା ଦେଲେ ୨ କୋଟି
ଚୀନ: ଆପଣ ବିଭିନ୍ନ ପ୍ରକାରର ପୁରସ୍କାର ବିଷୟରେ ଶୁଣିଥିବେ । ଅପରାଧୀଙ୍କ ସମ୍ପର୍କରେ ସୂଚନା ଦେଲେ ପୋଲିସ ପକ୍ଷରୁ ପୁରସ୍କାର ରାଶି ମିଳିଥାଏ ଏହା ସମସ୍ତେ ଜାଣିଥିବେ । ହେଲେ ହଜିଯାଇଥିବା ଗୋଟେ କୁକୁରକୁ ଖୋଜିଦେଲେ କିମ୍ବା ସୂଚନା ଦେଲେ ପୁରସ୍କାର ରାଶି ଘୋଷଣା କରାଯାଇଛି । ଆଉ ଏହି…