୩ ମାସ ଶିଶୁର ରେଟିନା ଅସ୍ତ୍ରୋପଚାର କଲେ କିମ୍ସ ଡାକ୍ତର
ଭୁବନେଶ୍ୱର: ଜଣେ ୩ ମାସର ଶିଶୁଠାରେ ସଫଳ ରେଟିନା ଅସ୍ତ୍ରୋପଚାର କରି କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (କିମ୍ସ) ଡାକ୍ତର ପ୍ରଶଂସା ସାଉଣ୍ଟିଛନ୍ତି । କିମ୍ସ ଶିଶୁରୋଗ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୩ ମାସର ଶିଶୁଠାରେ ଦୃଷ୍ଟିଶକ୍ତି ଉପରେ ସନ୍ଦେହ ହେବାରୁ ଶିଶୁଟିର…