ସୁରଟର ଅର୍ଥନୀତିକୁ ମଜବୁତ କରିବାରେ ଓଡ଼ିଆଙ୍କ ଅବଦାନ ଅତୁଳନୀୟ: ଧର୍ମେନ୍ଦ୍ର ପ୍ରଧାନ
ସୁରଟ: ଗୁଜୁରାଟ ସୁରଟର ଅର୍ଥନୀତିକୁ ମଜବୁତ୍ କରିବାରେ ଓଡ଼ିଆ ଲୋକଙ୍କ ଯୋଗଦାନ ଅତୁଳନୀୟ ବୋଲି ଶନିବାର ଓଡ଼ିଆ ସମୁଦାୟଙ୍କୁ ଭେଟି ଆୟୋଜିତ ନିର୍ବାଚନୀ ଜନସଭାକୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସୁରଟର…