Latest Odisha News

BREAKING NEWS

ଦିନ ୧୧ଟା ସୁଦ୍ଧା ବି ବ୍ଲକ କାର୍ଯ୍ୟାଳୟକୁ ଆସୁନାହାନ୍ତି ଅଧିକାରୀ

କଟକ: କଟକ ଜିଲ୍ଲା ନିଶ୍ଚିତକୋଇଲି ବ୍ଲକ କାର୍ଯ୍ୟାଳୟର ଅଧିକାରୀ ପୂର୍ବାହ୍ନ ୧୧ଟା ସୁଦ୍ଧା ବି ପହଞ୍ଚୁନଥିବା ଅଭିଯୋଗ କରିଛନ୍ତି ହିତାଧିକାରୀ । ଜନସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ମୋ ସରକାର  ଯୋଜନା ଚଲାଇଛନ୍ତି । ହେଲେ ଦିନ ୧୧ଟାରେ ବି  ବ୍ଲକ କାର୍ଯ୍ୟାଳୟରେ…

ପାଇକମାଳରେ ମାଓ ପୋଷ୍ଟର: ଭୟଭୀତ ନହେବାକୁ ବରଗଡ଼ ଏସପିଙ୍କ ଆଶ୍ୱାସନା

ପଦ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ପ୍ରଚାର। ସେପଟେ ପଦ୍ମପୁର ପାଇକମାଳ ରାସ୍ତାରେ ଲାଗିଛି ମାଓ ପୋଷ୍ଟର । ପଦ୍ମପୁରରେ ଭୋଟରଙ୍କୁ ଧମକକୁ ପୋଷ୍ଟରରେ ବିରୋଧ କରାଯାଇଛି । ସରକାରୀ ନେତା ଓ ମନ୍ତ୍ରୀ ଭୋଟରଙ୍କୁ ଧମକାଇବା ବନ୍ଦ କରନ୍ତୁ ନୋଚେତ କଡ଼ା ଜବାବ ଦିଆଯିବ ବୋଲି…

ଓଡ଼ିଶାରେ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ ଓ ବନ୍ଦେ ଭାରତ ଏକ୍ସପ୍ରେସ:ରେଳମନ୍ତ୍ରୀ

ଭୁବନେଶ୍ୱର : ଜଗନ୍ନାଥ ଏକ୍ସପ୍ରେସ ବ୍ୟତୀତ ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସ ଗଡ଼ିବ । ଏନେଇ ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । ଜଗନ୍ନାଥ ସଂସ୍କୃତିକୁ ପ୍ରୋତ୍ସାହନ ଦେବା ପାଇଁ ଓଡ଼ିଶାରେ ଖୁବଶୀଘ୍ର ଗଡିବ ଜଗନ୍ନାଥ ଏକ୍ସପ୍ରେସ ।…

ବେଳାଭୂମିରୁ ଯୁବତୀଙ୍କ ମୃତ ଦେହ ଉଦ୍ଧାର 

ପୁରୀ: ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ବେଳାଭୂମି ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତ ଦେହ ଉଦ୍ଧାର କରିଛି ପୋଲିସ । କୋଣାର୍କ ମେରାଇନ୍ ଡ୍ରାଇଭ ରୋଡ ସ୍ଥିତ ବାଲିଗୁଆଳି ବେଳାଭୂମିରେ ଜଣେ ଯୁବତୀ ମୁହଁ ମାଡ଼ି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ  । ମୃତ ଯୁବତୀ ଜଣକ…

ଆରପାରିରେ ଅଭିନେତା ବିକ୍ରମ ଗୋଖଲେ

ନୂଆଦିଲ୍ଲୀ : ହିନ୍ଦୀ ଏବଂ ମରାଠୀ ସିନେମାର ପ୍ରସିଦ୍ଧ ଅଭିନେତା ବିକ୍ରମ ଗୋଖଲେଙ୍କ ଦେହାନ୍ତ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା  । ଗତ ୫ ତାରିଖରେ  ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ପୁଣେର ପଣ୍ଡିତ ଦୀନାନାଥ…

ଛତିଶଗଡରେ ୪ ମାଓବାଦୀ ନିପାତ, ୩ ରାଇଫଲ୍ ଜବତ

ରାୟପୁର: ଛତିଶଗଡରେ ୪ ମାଓବାଦୀ ନିପାତ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୪ ମାଓବାଦୀ । ଏହାସହିତ ସେମାନଙ୍କ ଠାରୁ ୩ଟି ରାଇଫଲ୍ ଜବତ ହୋଇଛି । ନିହତ ୪ ମାଓବାଦୀ ମଧ୍ୟରୁ ୨ଜଣ ମହିଳା । ବିଜେପୁର ପୋମରା ଗାଁରେ ସକାଳ ସାଢେ ସାତଟାରେ ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀ ଓ ମାଓବାଦୀ…

ଶୋଭିତାଙ୍କ ସହ ବିଦେଶ ଯାତ୍ରା କଲେ ନାଗା, ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ : ପୁଣି ଚର୍ଚ୍ଚାରେ ନାଗା ଚୈତନ୍ୟ । ଶୋଭିତାଙ୍କୁ ଡେଟ୍‌ କରୁଥିବା ନେଇ ସୋଶିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି  । ନିକଟରେ ସାଉଥ ସୁନ୍ଦରୀ ସାମନ୍ଥା ରୁଥ ଏବଂ ନାଗାଙ୍କର ଛାଡ଼ପତ୍ର ହୋଇଥିଲା  । ଏନେଇ ନାଗା ଏବଂ ଶୋଭିତାଙ୍କ ଫଟୋକୁ ନେଇ ସୋଶିଆଲ ମିଡିଆରେ ଭାଇରାଲ ହେଉଛି…

କୁକୁର ଭୁକିଲା ବୋଲି ମାଲିକଙ୍କ ଜୀବନ ନେଇଗଲେ

ନୂଆଦିଲ୍ଲୀ: କୁକୁର ଭୁକିଲା । ହେଲେ ରାଗ ସୁଝାଇଲେ ମାଲିକଙ୍କ ଉପରେ । ଫଳ କାଟିବା ପାଇଁ ଆଣିଥିବା ଛୁରିରେ ମାଲିକଙ୍କ ଗଳାକାଟି ହତ୍ୟା କରିଦେଲେ । ଏବେ ନିଜ ଦୋଷ ସ୍ୱୀକାର କରିଛନ୍ତି ଅଭିଯୁକ୍ତ ରାଜବିନ୍ଦର ସିଂ । ଅଷ୍ଟ୍ରେଲିଆ ପୋଲିସ  ଆସି ଦିଲ୍ଲୀରୁ ଅଭିଯୁକ୍ତଙ୍କୁ ଗିରଫ କରିଛି ।…

୩୦ ଗ୍ରାମ ବ୍ରାଉନସୁଗର ସହ ମହିଳା ଗିରଫ

ଯାଜପୁର: ଯାଜପୁର ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାଡକୁ ସଫଳତା । ମେଟୁଆଣି ଗଡିଆ ଅଞ୍ଚଳରେ ଚଢ଼ାଉ ପରେ ମିଳିଛି ୩୦ ଗ୍ରାମ ବ୍ରାଉନସୁଗାର । ବ୍ରାଉନସୁଗର ରଖିଥିବା ମହିଳା ମଧ୍ୟ ଗିରଫ। ମୋବାଇଲ ସ୍କ୍ୱାଡ୍ ଅଧିକାରୀ ସମୀର ରଞ୍ଜନ ମହାନ୍ତି ଆଜି ସକାଳୁ ଯାଜପୁର ରୋଡ୍ ଥାନା ୧୯ନଂ ୱାର୍ଡର ମେଟୁଆଣି…

ସ୍କୁଲ ବନ୍ଦକୁ ବିରୋଧ କରି ଧାରଣାରେ ଅଭିଭାବକ ଓ ଛାତ୍ରଛାତ୍ରୀ

ସୁବର୍ଣ୍ଣପୁର:   ମାସର ଅଧା ଦିନ ବନ୍ଦ ରହୁଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ମାରାଡୁଗୋଛା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପାଠପଢା । ଏହାକୁ ନେଇ ଅଭିଭାବକ ଓ ପରିଚାଳନା କମିଟି ସଭ୍ୟଙ୍କ ମଧ୍ୟରେ ଅସନ୍ତୋଷ  ଦେଖାଦେଇଛି । ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଅଭିଭାବକ ଓ…