Latest Odisha News

BREAKING NEWS

ଶୋଭିତାଙ୍କ ସହ ବିଦେଶ ଯାତ୍ରା କଲେ ନାଗା, ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ : ପୁଣି ଚର୍ଚ୍ଚାରେ ନାଗା ଚୈତନ୍ୟ । ଶୋଭିତାଙ୍କୁ ଡେଟ୍‌ କରୁଥିବା ନେଇ ସୋଶିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି  । ନିକଟରେ ସାଉଥ ସୁନ୍ଦରୀ ସାମନ୍ଥା ରୁଥ ଏବଂ ନାଗାଙ୍କର ଛାଡ଼ପତ୍ର ହୋଇଥିଲା  । ଏନେଇ ନାଗା ଏବଂ ଶୋଭିତାଙ୍କ ଫଟୋକୁ ନେଇ ସୋଶିଆଲ ମିଡିଆରେ ଭାଇରାଲ ହେଉଛି…

କୁକୁର ଭୁକିଲା ବୋଲି ମାଲିକଙ୍କ ଜୀବନ ନେଇଗଲେ

ନୂଆଦିଲ୍ଲୀ: କୁକୁର ଭୁକିଲା । ହେଲେ ରାଗ ସୁଝାଇଲେ ମାଲିକଙ୍କ ଉପରେ । ଫଳ କାଟିବା ପାଇଁ ଆଣିଥିବା ଛୁରିରେ ମାଲିକଙ୍କ ଗଳାକାଟି ହତ୍ୟା କରିଦେଲେ । ଏବେ ନିଜ ଦୋଷ ସ୍ୱୀକାର କରିଛନ୍ତି ଅଭିଯୁକ୍ତ ରାଜବିନ୍ଦର ସିଂ । ଅଷ୍ଟ୍ରେଲିଆ ପୋଲିସ  ଆସି ଦିଲ୍ଲୀରୁ ଅଭିଯୁକ୍ତଙ୍କୁ ଗିରଫ କରିଛି ।…

୩୦ ଗ୍ରାମ ବ୍ରାଉନସୁଗର ସହ ମହିଳା ଗିରଫ

ଯାଜପୁର: ଯାଜପୁର ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାଡକୁ ସଫଳତା । ମେଟୁଆଣି ଗଡିଆ ଅଞ୍ଚଳରେ ଚଢ଼ାଉ ପରେ ମିଳିଛି ୩୦ ଗ୍ରାମ ବ୍ରାଉନସୁଗାର । ବ୍ରାଉନସୁଗର ରଖିଥିବା ମହିଳା ମଧ୍ୟ ଗିରଫ। ମୋବାଇଲ ସ୍କ୍ୱାଡ୍ ଅଧିକାରୀ ସମୀର ରଞ୍ଜନ ମହାନ୍ତି ଆଜି ସକାଳୁ ଯାଜପୁର ରୋଡ୍ ଥାନା ୧୯ନଂ ୱାର୍ଡର ମେଟୁଆଣି…

ସ୍କୁଲ ବନ୍ଦକୁ ବିରୋଧ କରି ଧାରଣାରେ ଅଭିଭାବକ ଓ ଛାତ୍ରଛାତ୍ରୀ

ସୁବର୍ଣ୍ଣପୁର:   ମାସର ଅଧା ଦିନ ବନ୍ଦ ରହୁଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ମାରାଡୁଗୋଛା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପାଠପଢା । ଏହାକୁ ନେଇ ଅଭିଭାବକ ଓ ପରିଚାଳନା କମିଟି ସଭ୍ୟଙ୍କ ମଧ୍ୟରେ ଅସନ୍ତୋଷ  ଦେଖାଦେଇଛି । ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଅଭିଭାବକ ଓ…

ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବଙ୍କ ବିରୁଦ୍ଧରେ ଅଭିଯୋଗ, କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର : ଦୀର୍ଘ ଦିନ ଧରି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୌଣସି କାର୍ଯ୍ୟକ୍ରମ ଠିକ ଭାବରେ ହେଉନଥିବାରୁ ଏକାଡେମୀର କର୍ମଚାରୀମାନେ ଅନୁଷ୍ଠାନର ସଚିବଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ ଆଣି ହଠାତ୍ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଦେଇଛନ୍ତି । ଫଳରେ ଏକାଡେମୀର କାର୍ଯ୍ୟରେ…

ଜେଲରୁ ପୁଣି ଭାଇରାଲ ହେଲା ସତ୍ୟେନ୍ଦ୍ର ଜୈନଙ୍କ ଭିଡିଓ

ନୂଆଦିଲ୍ଲୀ: ପୁଣି ଅଡୁଆାରେ ଆପ୍ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ   । ତିହାର  ଜେଲ ଭିତରେ ଆପ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବା ପରେ ଅଡୁଆ ବଢିବାରେ ଲାଗିଛି । ଏବେ ପୁଣି ଏକ ଭିଡିଓ ଭାଇରାଲ ହୋଇଛି । ସେପ୍ଟମ୍ବର ୧୨ ତାରିଖ ରାତି ପ୍ରାୟ ୮ଟା ସମୟର…

ନେତାଙ୍କ କାନ୍ଦ ଦେଖି ହସୁଛନ୍ତି ଜନତା, ଚାଷୀ ଜଳକା

ଭୁବନେଶ୍ୱର: କାହା  ଆଖିରେ ଲୁହ ନିଜ ଆଖି ଦେଖିଲେ ଆପେ ଓଦା ହୋଇଯାଏ । ସେଥିପାଇଁ କେହି ଜଣେ କାନ୍ଦକୁ ସଂକ୍ରମଣ ବୋଲି କହିଥିଲେ । ହେଲେ ଏ କି ଦୃଶ୍ୟ ! ଅନ୍ୟର କାନ୍ଦ କେବେ ହାସ୍ୟରୋଳ ସୃଷ୍ଟି କରପାରେ ? ହେଲେ ଏଠି ବିଜେଡି-ବିଜପି କାନ୍ଦ ସାରା ରାଜ୍ୟବାସୀଙ୍କୁ ହସାଉଛି ! ହଁ, ରାଜନୀତିରେ…

ସତୀଶ ଧାଓ୍ୱନ ଲଞ୍ଚପ୍ୟାଡରୁ ପିଏସଏଲଭି-ସି୫୪ ରକେଟ୍ ସଫଳ ଉତକ୍ଷେପଣ

ଚେନ୍ନାଇ: ଶ୍ରୀହରିକୋଟା ସତୀଶ ଧାଓ୍ୱନ ଲଞ୍ଚପ୍ୟାଡରୁ ପିଏସଏଲଭି-ସି୫୪ ରକେଟ୍ ସଫଳ ଉତକ୍ଷେପଣ । ୯ ସାଟେଲାଇଟ୍ ନେଇ ମହାକାଶକୁ ଗଲା ରକେଟ୍। ଓସିଏନ୍-୩ ସହ ୮ଟି ନାନୋ ସାଟେଲାଇଟକୁ ମିଶାଇ ୧୧୧୭କେଜି ଓଜନ ବହନ କରିଛି ପିଏସଏଲଭି-ସି୫୪। ଏସବୁଗୁଡିକ ଆର୍ଥ ଅବଜରଭେସନ୍ ସାଟେଲାଇଟ୍ ।…

୫୫ ନଂ ଜାତୀୟ ରାଜପଥ ସାମ୍ପ୍ରସାରଣ ସମ୍ପୂର୍ଣ୍ଣ ଦାବିରେ ରାଜପଥ ଅବରୋଧ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଦେଇ ଯାଇଥିବା ୫୫ ନମ୍ୱର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଦାବିରେ ବିଜେଡି କର୍ମୀଙ୍କ ପକ୍ଷରୁ ଚକା ବନ୍ଦ କରାଯାଇଛି । ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବରିଷ୍ଠ ନେତୃ ବୃନ୍ଦମାନେ ଏକାଠି ହୋଇ ୫୫ ନମ୍ବର ଜାତୀୟ…

ବରଗଡ଼ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼ : ଧନୁଯାତ୍ରାକୁ ନେଇ ଚଳଚଞ୍ଚଳ ବରଗଡ଼ ସହର  । ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି  । ତେବେ ଆସନ୍ତା ଡିସେମ୍ବର ୨୭ ତାରିଖରୁ ଜାନୁୟାରୀ ୬ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ହେବ ଏହି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଆଉ ଅଳ୍ପ ଦିନ ପରେ ବରଗଡ ପାଲଟି…