PM Modi Writes To All Parties: ସବୁଦଳର ସାଂସଦଙ୍କୁ କାହିଁକି ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ ମୋଦୀ?
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ଏବଂ ରାଜ୍ୟସଭା ସାଂସଦମାନଙ୍କୁ ଏକ ଚିଠି ଲେଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ଦଳର ଫ୍ଲୋର ନେତାମାନଙ୍କୁ ଚିଠି ଲେଖି 'ନାରୀ ଶକ୍ତି ବନ୍ଦନା ଆଇନ'କୁ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଚିଠିରେ…