ଏହିସବୁ ସରକାରୀ ସ୍କୁଲରେ ଖୋଲିବ ଏକାଦଶ ଶ୍ରେଣୀ; କଳା ଓ ବିଜ୍ଞାନରେ ନାମ ଲେଖାଇବେ ପିଲା
ଭୁବନେଶ୍ୱର: ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ। ଏଥି ମଧ୍ଯରୁ ୧୦୦ଟି ବିଦ୍ୟାଳୟରେ କଳା ଓ ୬ଟିରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ କରାଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି । ଏ ସମ୍ପର୍କରେ ରାଜ୍ୟ…