Latest Odisha News

BREAKING NEWS

ଅମିତାଭ ବଚ୍ଚନଙ୍କ ସ୍ୱର ଓ ଫଟୋ ବ୍ୟବହାର ମନା

ନୂଆଦିଲ୍ଲୀ: ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ସ୍ୱର, ଫଟୋ ଓ ଡାଏଲଗ୍ ବ୍ୟବହାର ଉପରେ ଲାଗିଲା କଟକଣା । ଦିଲ୍ଲୀ ହାଇକୋର୍ଟ ଦେଇଛନ୍ତି ନିର୍ଦ୍ଦେଶ । ଅନୁମତି ବିନା ବିଗ୍-ବିଙ୍କ ସ୍ୱର ଓ ଫଟୋକୁ ବ୍ୟବହାର କରିବାକୁ ମନା କରିବା ନେଇ ଅମିତାଭ ବଚ୍ଚନ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ । ଅନେକ…

ବିଦ୍ୟୁତ୍ କାଟକୁ ବିରୋଧ, ଧାରଣାରେ ଶତାଧିକ ବସ୍ତି ବାସିନ୍ଦା

ପାରାଦୀପ: ବିଦ୍ୟୁତ୍ କାଟିବାକୁ ବସ୍ତି ବାସିନ୍ଦାଙ୍କ ବିରୋଧ । ପାରାଗୀପ ନୂଆବଜାର ବସ୍ତିରୁ ବନ୍ଦର ବିଦ୍ୟୁତ୍ ବିଭାଗ ବିଦ୍ୟୁତ୍ କାଟିବା ବେଳେ ବିରୋଧର ସମ୍ମୁଖୀନ ହୋଇଛି । ପ୍ରତିବାଦରେ ଶତାଧିକ ବସ୍ତି ବାସିନ୍ଦା ଧାରଣାରେ ବସିଛନ୍ତି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି…

ଇଡିରେ ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ହାଜର, ଜମି କିଣାର ହେବ ଖୋଳତାଡ଼

ଭୁବନେଶ୍ୱର: ଅକୁହା କଥା କହିବେ ଅର୍ଚ୍ଚନାଙ୍କ ଡ୍ରାଇଭର । ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ । ବ୍ଲାକମେଲର ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ଇଡି ଅର୍ଚ୍ଚନା-ଜଗବନ୍ଧୁ ଓ ଖଗେଶ୍ୱର କିଣିଥିବା ଜମିର ଖୋଳତାଡ଼ କରିବ । କିଣିଥିବା ଜମିର ମୂଲ୍ୟ କେତେ ? କେତେ…

୫ ବର୍ଷ ନାବାଳିକାକୁ ବଳାତ୍କାର କଲା ହେଲେ ସଜା ମିଳିଲା ୫ ଥର ବସ୍ଉଠ

ପାଟନା: ପୁଣି ସାମ୍ନାକୁ ଆସିଲା ସାଂଘାତିକ ଘଟଣା । ଯେତିକି ଲଜ୍ଜାଜନକ ସେତିକି ହୃଦୟବିଦାରକ । ୫ ବର୍ଷର ଝିଅକୁ ବଳାତ୍କାର ଆଉ ଅଭିଯୁକ୍ତକୁ ମିଳିଲା ଉଠବସ ସଜା । ବିହାରର ନାବାଦାରେ ଘଟିଛି ଏପରି ଘଟଣା । ହେଲେ ଅଭିଯୁକ୍ତକୁ କଠୋରରୁ କଠୋର ସଜା ଦେବା ପରିବର୍ତ୍ତେ ଗ୍ରାମବାସୀ ଏକ ବୈଠକ କରି…

୧୩ ବର୍ଷରୁ କମ ଜାତୀୟ ବ୍ୟାଡମିଂଟନ ଚାମ୍ପିୟନଶିପ : ଓଡିଶାର ତନଭୀ ଜିତିଲେ ଟାଇଟଲ

ଭୁବନେଶ୍ୱର: ୧୩ ବର୍ଷରୁ କମ ଜାତୀୟ ବ୍ୟାଡମିଂଟନ ଚାମ୍ପିୟନଶିପରେ ଓଡିଶାର ତନଭି ପତ୍ରୀ ଚମତ୍କାର ପ୍ରଦର୍ଶନ କରି ଟାଇଟଲ ଜିତିଛନ୍ତି । ଲକ୍ଷ୍ନୌରେ ଏହି ଚାମ୍ପିୟନଶିପ ଆୟୋଜିତ ହେଉଥିଲା । ରିପୋର୍ଟ ମୁତାବକ ଟାଇଟଲ ସହ ତନଭୀ ୬୦ ହଜାର ପୁରସ୍କାର ରାଶି ମଧ୍ୟ ହାସଲ କରିଛନ୍ତି । ବାଙ୍ଗାଲୋରର…

ଗୋଡ଼ ନାହିଁ ତଥାପି ସ୍ୱାବଲମ୍ବୀ ଅମୂଲ୍ୟ

କେନ୍ଦ୍ରାପଡ଼ା :  ତାଙ୍କ ହାତର ନିହଣ ଇତିହାସ ଲେଖେ । ସେ ଇତିହାସ ନିଜ ସଂଘର୍ଷର । ନିଜ ସଫଳତାର । ସେ ଇତିହାସରେ ଯଶ କି ଅପଯଶ ନଥାଏ । ସେ ଇତିହାସ ଦିଏ ବଞ୍ଚିବାର ପ୍ରେରଣା, ସଂଘର୍ଷ କରିବା ପାଇଁ ସାହସ । ସେ ଭିନ୍ନକ୍ଷମ, ହେଲେ ନିଜକୁ ଅସହାୟ ବୋଲି ଭାବିନାହାନ୍ତି କି  ସମୟ ସୁଅରେ ତାଙ୍କ…

ପୁରୀ ଅନ୍ନପୂର୍ଣ୍ଣା ଥିଏଟରରେ ମନ ମୋହିଲା ମାହାରୀ ନୃତ୍ୟ

ପୁରୀ : ମାହାରୀ ନୃତ୍ୟ ତାଳେ ତାଳେ ଝୁମିଲେ ଦର୍ଶକ । ପୁରୀର ଐତିହାସିକ ଅନ୍ନପୂର୍ଣ୍ଣା ଥିଏଟରରେ ମନ ମୋହିଲା ଓଡ଼ିଶାର ପାରମ୍ପରିକ ନୃତ୍ୟ ଓ ସଙ୍ଗୀତ । ସୁହାଗ ନଳିନୀ ଦାସ ମାହାରୀ ନୃତ୍ୟ ପରିବେଷଣ କରିଥିଲେ । ସେହିପରି ଓଡିଶୀ, ଛାନ୍ଦ, ଚମ୍ପୁ ପରିବେଷଣ କଲେ ନୃତ୍ୟଶିଳ୍ପୀ । ଶାଶ୍ୱତ ଯୋଶୀ ଓ…

ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍

ଅକଲାଣ୍ଡ: ଅକଲାଣ୍ଡରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଛି ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ । ଟସ୍ ଜିତି ଫିଲ୍ଡି ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍ ଦେଇଛି ଭାରତ । ୭ ଓ୍ୱିକେଟ୍ ବିନିମୟରେ ନିର୍ଦ୍ଧାରିତ ଓଭରରେ ଭାରତ ୩୦୬ ରନ୍ କରିପାରିଛି । ଫିନ୍…

ଚାଷୀ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ, ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ବି ଗୃହରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ଗୃହ ମୁଲତବୀ ରହିଛି । ଚାଷୀ ପ୍ରସଙ୍ଗ ନେଇ ମୁହାଁମୁହିଁ ହୋଇଥିଲେ ଶାସକ ଓ ବିରୋଧୀ । ଗୃହ ମଧ୍ୟରେ ପ୍ରବଳ ହଟ୍ଟଗୋଳ କରିବାରୁ ବାଚସ୍ପତି ବିକ୍ରମ…

ଜଳିଗଲା ଝିଅ ବାହାଘରର ସବୁ ଫର୍ଣ୍ଣିଚର ଓ ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ

କାମାକ୍ଷାନଗର: ଝିଅ ବାହାଘର ପାଇଁ ଏକଜୁଟ କରିଥିଲେ ଫର୍ଣ୍ଣିଚର ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ । କିନ୍ତୁ ନିଆଁର ଲେଲିହାନରେ ସବୁ ଜଳି ଛାରଖାର ହୋଇଗଲା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ବାବୁଲି ଦିଆଣି ସର୍ବସ୍ୱାନ୍ତ ହୋଇଛନ୍ତି । ରାତିରେ ଶୋଇଥିବାବେଳେ କୌଣସି…