ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ ବିଜେତାଙ୍କ ଇସ୍ରୋ ଯାତ୍ରାର ଶୁଭାରମ୍ଭ
ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋର)ର ଅହମ୍ମଦାବାଦ ସ୍ଥିତ ମହାକାଶ ପ୍ରୟୋଗ କେନ୍ଦ୍ର (ଏସ୍ଏସି)କୁ ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (ୟାଟ୍ସ)୨୦୨୨-୨୩ ର ୨୦ ଜଣ ବିଜେତାଙ୍କ ଯାତ୍ରାକୁ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସରକାରୀ…