ଓଡ଼ିଶା ପାଳୁଛି ହକି ଲିଜେଣ୍ଡ୍ ଦିଲ୍ଲୀପ ତିର୍କୀଙ୍କ ଜନ୍ମଦିନ
ଭୁବନେଶ୍ୱର : ଓଡ଼ିଶା ପାଳୁଛି ହକି ଲିଜେଣ୍ଡ ଡ. ଦିଲ୍ଲୀପ ତିର୍କୀଙ୍କ ଜନ୍ମଦିନ । ତାଙ୍କ ଜନ୍ମ ଦିନ ପାଇଁ ରାଜଧାନୀ ଭୁବନେଶ୍ୱର ସମେତ ଜନ୍ମମାଟି ସୁନ୍ଦରଗଡ ଓ ଅନ୍ୟାନ୍ୟ ସ୍ଥାନରେ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ହକି ପ୍ରେମୀ । ତାଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱରରେ ଏକ ଫଟୋ ସମ୍ମିଳନୀର…