Latest Odisha News

BREAKING NEWS

ଅସୀମ ମୁନିର ହେଲେ ପାକିସ୍ତାନର ନୂଆ ସେନା ମୁଖ୍ୟ

ଇସଲାମବାଦ: ପାକିସ୍ତାନ ସେନାମୁଖ୍ୟ ଜେନରାଲ କମର ଜାବେଦ ବାଜୱାଙ୍କ କାର୍ଯ୍ୟକାଳ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ନୂଆ ସେନା ମୁଖ୍ୟଙ୍କ ନାଁ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଅସୀମ ମୁନିରଙ୍କୁ ନୂଆ ଆର୍ମୀ ଚିଫ ନିଯୁକ୍ତି ଦେବା ପାଇଁ ଘୋଷଣା କରିଛନ୍ତି…

ମାନସିକ ନିର୍ଯାତନା ଦେଉଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ, ପିଏ ଆଣିଲେ ସଙ୍ଗୀନ ଅଭିଯୋଗ

ଖୋର୍ଦ୍ଧା: ୨୪ ଜଣ ଏଡିଏମ୍, ୧୬ରୁ ୧୭ ଜିଲ୍ଲାପାଳଙ୍କ ପାଖରେ ମୁଁ କାମ କରିଛି । କିନ୍ତୁ କେବେ ଜିଲ୍ଲାପାଳଙ୍କ ଠାରୁ ଏମିତି ବ୍ୟବହାର ପାଇନି କି କାହାରିକୁ ଏମିତି ନିର୍ଯାତନା ଦେବା ଦେଖିନି । ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ବିରୋଧରେ ତାଙ୍କ ବ୍ୟକ୍ତିଗତ ସହାୟକ (PA)…

ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ରାଜ୍ୟରେ ବଢ଼ିବ ଶୀତ । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ଠାରୁ ପାରଦ ୩ରୁ ୪ ଡିଗ୍ରୀ ତଳକୁ ଖସିବ । ଫଳରେ ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ…

ମୃତ ସାପକୁ ବାଡ଼ିରେ ଧରିଲେ ବୋଲି ଛାତ୍ରଙ୍କୁ ମାଡ଼ ମାରିଲେ ଶିକ୍ଷକ, ଥାନାରେ ଏତଲା

ବାରିପଦା: ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ । ମନ ଇଚ୍ଛା ପିଟିଲେ ଶିକ୍ଷକ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ କପ୍ତିପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଦ୍ୱିତୀୟ ଶ୍ରେଣୀର ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ୬ ବର୍ଷର ଶୁଭ…

ବିକ୍ରମ ଗୋଖଲେଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଗୁଜବ ପ୍ରଚାର ନକରିବାକୁ ଝିଅଙ୍କ ଅନୁରୋଧ

ମୁମ୍ବାଇ: ବଲିଉଡର  ଜଣାଶୁଣା ଅଭିନେତା ବିକ୍ରମ ଗୋଖଲେ  ।  ତାଙ୍କର ସ୍ୱାସ୍ଥ୍ୟାବସ୍ଥା  ଗୁରୁତର ଥିବାରୁ ତାଙ୍କୁ ପୁଣେର ଦିନାନାଥ ମଙ୍ଗେସ୍କର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିକ୍ରମ ଗତ କିଛି ଦିନ ହେଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଝିଅଙ୍କ କହିବାନୁସାରେ,…

୭୦୦୦ କୋଟିରେ ବିସଲେରୀକୁ କିଣିବ ଟାଟା ଗ୍ରୁପ : ରିପୋର୍ଟ

ନୂଆଦିଲ୍ଲୀ: ଭାରତର ପ୍ୟାକେଜ ୱାଟର କମ୍ପାନୀ ବିସଲେରୀକୁ ଟାଟା ଗ୍ରୁପ କିଣିବ । ବିଧିବଦ୍ଧ ଭାବେ ଏ ନେଇ ଘୋଷଣା କରାଯାଇ ନ ଥିଲେ ମଧ୍ୟ ୬୦୦୦ରୁ ୭୦୦୦ କୋଟି ଟଙ୍କାରେ ଟାଟା ଗ୍ରୁପ ଏହାକୁ କିଣିବା ଏକପ୍ରକାର ଚୂଡାନ୍ତ ହୋଇଛି । ଥମସ ଅପ, ଗୋଲ୍ଡ ସ୍ପଟ ଓ ଲିମକାକୁ କୋକା କୋଲାକୁ ବିକ୍ରୀ କରିବାର…

ହଠାତ ଅସୁସ୍ଥ ଅନୁଭବ କଲେ ବଲିଉଡ ଆକ୍ଟର କମଲ ହାସନ; ଡାକ୍ତରଖାନାରେ ଭର୍ତ୍ତି

ମୁମ୍ବାଇ: ସାଉଥ ତଥା ବଲିଉଡର ବରିଷ୍ଠ ଅଭିନେତା କମଲ ହାସନ ଅସୁସ୍ଥ ।  ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି କମଲ ହାସନ ।  ହଠାତ୍ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଏକ ପ୍ରାଇଭେଟ ଡାକ୍ତରଖାନାର ଭର୍ତ୍ତି କରାଯାଇଛି । ରିପୋର୍ଟ ଅନୁସାରେ, ୨୩ ନଭେମ୍ୱରରେ କମଲଙ୍କୁ ଜ୍ୱର…

୨ଟି ମ୍ୟାଚ ପାଇଁ ନିଲମ୍ବିତ ହେଲେ କ୍ରିଷ୍ଟିଆନ ରୋନାଲ୍ଡୋ

ଦୋହା: ପର୍ତୁଗାଲର ଓ ମାଚେଂଷ୍ଟର ୟୁନାଇଟେଡର ଷ୍ଟାର ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ଫୁଟବଲ ଆସୋସିଏଶନ ଦ୍ୱାରା ସସପେଣ୍ଡ ହୋଇଛନ୍ତି । ଚଳିତ ବର୍ଷ ଏପ୍ରିଲ ୯ରେ ରୋନାଲ୍ଡୋଙ୍କ ଟିମ ୦-୧ରେ ଏଭର୍ଟନ ନିକଟରୁ ହାରି ଯାଇଥିଲେ । ପଡିଆରୁ ବାହାରକୁ ଆସୁଥିବା ବେଳେ ଜଣେ ପ୍ରଶଂସକ ତାଙ୍କ ଭିଡିଓ…

ସଞ୍ଜୟ ଶତପଥୀଙ୍କୁ ଦେବଗିରି ସମ୍ମାନ ଓ ଡିଲେଶ୍ୱର ରଣାଙ୍କୁ ଦେବଗିରି ଯୁବ ସମ୍ମାନ

ଭବାନୀପାଟଣା : ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ, ଲେଖକ, ଅଭିନେତା, ଗୀତିକାର, କଣ୍ଠଶିଳ୍ପୀ, ଉପସ୍ଥାପକ ତଥା କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କୁ ଏ ବର୍ଷର ମର୍ଯ୍ୟାଦାଜନକ 'ଦେବଗିରି ସମ୍ମାନ' ଏବଂ…

ଧୂଳିରେ ମିଶିଲା ଧୂନି ମନ୍ଦିର.. ଖୋଲା ଆକାଶ ତଳେ କାନ୍ଦୁଛନ୍ତି କୌପୁନିଧାରୀ ସାଧୁ

ଢେଙ୍କାନାଳ: ସଂସାର ଛାଡ଼ି ଭଗବାନଙ୍କ ଶରଣ ପଶିଥିଲେ । ହେଲେ ସରକାର ସବୁ ଛଡେଇନେଲେ । ଏବେ ଖୋଲା ଆକାଶ ତଳେ କୌପିନଧାରୀ ବାବା । କୁଆଡେ ଯିବେ ? କେଉଁଠି ରହିବେ ? ଚିନ୍ତା କରୁଛନ୍ତି ସିନା ସମାଧାନର ବାଟ ପାଉନାହାନ୍ତି । ଆରାଧନା ପୀଠର ଧ୍ୱଂସାବଶେଷକୁ ଦେଖି ଆଖିରୁ ଲୁହ ଗଡ଼ାଉଛନ୍ତି ।…