Latest Odisha News

BREAKING NEWS

ଥୁଆମୁଳ-ରାମପୁରରେ ଯୁକ୍ତ ୩ ଡିଗ୍ରୀ କଲେଜ ସଂପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି କଳାହାଣ୍ଡି ଗସ୍ତର ଦ୍ୱିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି । ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ  ଅଞ୍ଚଳ ଗସ୍ତ କରି…

ତୋଗଲକି ଶାସନ ସହ ନୋଟବନ୍ଦୀର ତୁଳନା କଲା କଂଗ୍ରେସ

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ଦ୍ୱାରା ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସାମ୍ବାଦିକ ମାନଙ୍କୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ ମୁଖପାତ୍ର ରଜନୀ କୁମାର ମହାନ୍ତି କହିଛନ୍ତି, ୨୦୧୬ ନଭେମ୍ବର ମାସ ୮ ତାରିଖରେ ଯେଉଁ ନୋଟବନ୍ଦୀ ଘୋଷଣା କରାଯାଇଥିଲା ତାହା କାହାର ସ୍ୱାର୍ଥକୁ ପୂରଣ…

କିମ୍‍ସରେ ଟ୍ରମା କେୟାର ଉପରେ କର୍ମଶାଳା

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ (କିମ୍‌ସ)ରେ ଆଡ୍‍ଭାନ୍‍ସଡ୍‍ ଟ୍ରମା କେୟାର ଉପରେ ଦୁଇ ଦିନିଆ କର୍ମଶାଳା ଓ ନିରନ୍ତର ଡାକ୍ତରୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦକ୍ଷତା ବୃଦ୍ଧି ଓ ପରିଣାମରେ ସୁଧାର ବିଷୟବସ୍ତୁ ଉପରେ ପର୍ଯ୍ୟବେସିତ ଏହି…

ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ମମ୍‌ରେ କର୍ମଶାଳା

ଭୁବନେଶ୍ୱର: ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବାରେଟୋରୀ ଟେକ୍ନିସିଆନ୍‌ମାନେ ଯୋଗ…

ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି

ଭୁବନେଶ୍ୱର: ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ (Police Recruitment Board) ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା…

୩ୟ ଭାରତୀୟ ମହିଳା ହକି ଖେଳାଳି ଭାବେ ୨୫୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଲେ ଓଡିଶାର ଦୀପଗ୍ରେସ

ଭୁବନେଶ୍ୱର: ଶନିବାର ଆଡିଲେଡର ମେଟ ଷ୍ଟାଡିୟମରେ ଦୀପଗ୍ରେସ ଏକ୍କା ପାଦ ଦେବା ମାତ୍ରେ ଏକ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ଓଡିଶାର ଏହି ଷ୍ଟାର ମହିଳା ହକି ଖେଳାଳି ତୃତୀୟ ଭାରତୀୟ ଭାବେ ୨୫୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି । ତାଙ୍କ ପୂର୍ବରୁ ବନ୍ଦନା କାଟରିୟା (୨୮୪) ଓ ରାନୀ…

ମଧ୍ୟପ୍ରଦେଶରେ ମହିଳା କାର୍ଡ, ହାତ ଉଠିବ ନା ପଦ୍ମ ଫୁଟିବ?

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଆସନ୍ନ ନିର୍ବାଚନ ଥିବାରୁ ଏବେ ଫୋକସରେ ମହିଳା। ସରକାରରେ ଥିବା ବିଜେପି ଓ ବିରୋଧୀ ଦଳରେ ଥିବା କଂଗ୍ରେସ ମଧ୍ୟରେ ମହିଳାଙ୍କୁ ଆକର୍ଷିତ କରିବାକୁ ଲଢେଇ ତୀଵ୍ର ହୋଇଛି। କିଏ କେଉଁ ମାଧ୍ୟମରେ ମହିଳା ବର୍ଗଙ୍କୁ ନିଜ ପକ୍ଷରେ ରଖିବ ସେ ନେଇ ଚାଲିଛି ପ୍ରତିଦ୍ବନ୍ଦିତା।…

‘ଭୋଟ ଦିଅନି ନୋଟ ବଦଳିବନି’

ଭୁବନେଶ୍ୱର: ଦୁଇ ହଜାର ଟଙ୍କିଆ ନୋଟକୁ ବଜାରରୁ ଫେରାଇ ନେବା ନିଷ୍ପତ୍ତିକୁ ନେଇ ଦେଶର ରାଜନୀତି ସରଗରମ। ବ୍ୟାଙ୍କଗୁଡ଼ିକ ୨୦୦୦ ଟଙ୍କିଆ ନୋଟ୍ ଜାରି କରିବା ବନ୍ଦ କରିବାକୁ ଆରବିଆଇ ପକ୍ଷରୁ କୁହାଯାଇଛି। ୨୦୧୬ ନଭେମ୍ବରରେ ବିମୁଦ୍ରୀକରଣ ପରେ ୨ ହଜାର ଟଙ୍କା ନୋଟ୍ ବଜାରକୁ ଅଣାଯାଇଥିଲା ।…

କୋନୱେଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ଲେ ଅଫରେ ଚେନ୍ନାଇ

ନୂଆଦିଲ୍ଲୀ: ଆଇପିଏଲର ଚଳିତ ସଂସ୍କରଣରେ ଚେନ୍ନାଇ ସୁପର କିଙ୍ଗସ ଦ୍ୱିତୀୟ ଟିମ ଭାବେ ପ୍ଲେ ଅଫରେ ପ୍ରବେଶ କରିଛି । ପୂର୍ବରୁ ଗୁଜରାଟ ଟାଇଟନ୍ସ ପ୍ରଥମ ଦଳ ଭାବେ ପ୍ଲେଅଫକୁ ଉନ୍ନୀତ ହୋଇଥିଲା । ଶନିବାର ଅନୁଷ୍ଠିତ ମ୍ୟାଚରେ ଚେନ୍ନାଇ ୭୭ ରନରେ ଦିଲ୍ଲୀକୁ ପରାସ୍ତ କରିଥିଲା । ଏଥିସହ ଚେନ୍ନାଇ…

ମହିଳାଙ୍କ ଓଜନ ୩୩୦ କିଲୋ: ବିମାନରେ ଚଢିଗଲେ ସିନା ସିଟରେ ବସିବା କଷ୍ଟକର

ଆଜିର ସମୟରେ ମେଦବହୁଳତା ଲୋକଙ୍କ ପାଇଁ ଏକ ବଡ ସମସ୍ୟା ପାଲଟିଛି । ଏହି ମେଦବହୁଳତା ହେତୁ ଅନେକ ରୋଗ ବି ଦେଖାଦେଇଥାଏ । ଏହି କାରଣରୁ ଲୋକମାନେ ଫିଟନେସ ପ୍ରତି ବିଶେଷ ଧ୍ୟାନ ଦିଅନ୍ତି । କିନ୍ତୁ କିଛି ଲୋକ ଅଛନ୍ତି, ଯେଉଁମାନେ ସେମାନଙ୍କର ମେଦବହୁଳତାକୁ ଏକ ସମସ୍ୟା ଭାବରେ ଦେଖନ୍ତି ନାହିଁ ।…