ଗେହଲଟଙ୍କ ପ୍ରତିଆକ୍ରମଣ, ଫସିଯିବେ ପାଇଲଟ !
ଭୁବନେଶ୍ୱର: ଗେହଲଟଙ୍କ ବିରୋଧରେ ଲଗାତର ଲଢେଇ ଜାରି ରଖିଥିବା ସଚିନ ପାଇଲଟ ଏବେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ରାଜସ୍ଥାନ ଶିରୋହୀର ବିଧାୟକ ଏବଂ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଘନିଷ୍ଠ କୁହାଯାଉଥିବା ସନ୍ୟମ ଲୋଧା ପାଇଲଟଙ୍କୁ ଟାର୍ଗେଟ କରିଛନ୍ତି।
ବିଜେପିର ଦୁର୍ନୀତି ବିରୋଧରେ ରାଜସ୍ଥାନ…