ବିଜେପିର ୨୦୨୪ କସରତ, କାଲି ବସିବ ରାଜ୍ୟ କାର୍ଯକାରିଣୀ ବୈଠକ
ଭୁବନେଶ୍ୱର: କେନ୍ଦ୍ରର ମୋଦି ସରକାରକୁ ୯ ବର୍ଷ ପୂରିବାକୁ ଯାଉଛି । ଯାହାକୁ ନେଇ ଘରେ ଘରେ ପହଞ୍ଚିବାକୁ ଯୋଜନା କରିଛି ବିଜେପି । ଏହି ସମୟରେ ରାଜ୍ୟ ବିଜେପି ଶନିବାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଡାକିଛି । ଯେଉଁଥିରେ କାର୍ଯ୍ୟକ୍ରମ ଖସଡ଼ା ପ୍ରସ୍ତୁତ ହେବ ।
ବିଜେପିର ଯୋଜନା ଅନୁସାରେ,…