Latest Odisha News

BREAKING NEWS

ଆନ୍ତର୍ଜାତିକ ଯାତ୍ରୀଙ୍କ ପାଇଁ ‘ଏୟାର ସୁବିଧା ପୋର୍ଟାଲ’ରେ ଟୀକାକରଣ ଫର୍ମ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବିମାନର ଯାତ୍ରୀମାନଙ୍କ ପାଇଁ କୋଭିଡ ନିୟମ କୋହଳ ହେଲା । କୋଭିଡ ପାଇଁ ନିୟମ ଜାରି କରିଥିଲା ଭାରତ । ଭାରତକୁ ଆସୁଥିବା ବିଦେଶୀ ଯାତ୍ରୀ ତଥା ବିଦେଶ ଫେରନ୍ତାଙ୍କୁ ଦେବାକୁ ପଡୁଥିଲା କୋଭିଡ ଟୀକାକରଣର ସେଲ୍ଫ୍ ଡିକ୍ଲାରେସନ୍ ଫର୍ମ । ଏୟାର ସୁବିଧା ପୋର୍ଟାଲରେ ଏହି…

ପ୍ରେମିକାକୁ ୬ ଖଣ୍ଡ କାଟି କୂଅରେ ଫିଙ୍ଗିଥିଲା ପ୍ରେମିକ

ଆଜମଗଡ଼ :ପ୍ରେମ କରି ପରେ ପ୍ରେମିକାକୁ ହତ୍ୟା କରିବା ଏବେ ପ୍ରତିଦିନ ଗୋଟେ ପରେ ଘଟିବାରେ ଲାଗିଛି । କେଉଁଠି ବିବାହର ପ୍ରତିଶ୍ରୁତି ଦେବା ପରେ ପ୍ରେମିକାକୁ ନୃଶଂସଭାବେ ହତ୍ୟା କରୁଛି ପ୍ରେମିକା ତ କେଉଁଠି ପ୍ରତିଶୋଧ ପରାୟଣ ହୋଇ ହତ୍ୟା କରାଯାଉଛି । ଭଲ ପାଇବାକୁ ନେଇ ଛଳନା ପରେ ଦିନେ ଅତି…

ଆପ୍ ବିରୁଦ୍ଧରେ ଘୋଡ଼ା ବେପାର ଅଭିଯୋଗ, ବିଧାୟକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼

ନୂଆଦିଲ୍ଲୀ: ଦିଲ୍ଲୀରେ ଆଗକୁ ରହିଛି ନଗର ନିଗମ ନିର୍ବାଚନ । ବିଜେପି ଓ ଆମ ଆଦମୀ ପାର୍ଟି ମଧ୍ୟରେ ଚାଲିଛି କଡ଼ା ପ୍ରତିଯୋଗୀତା । ଆପ୍ ବିରୁଦ୍ଧରେ ବିଜେପି ଆଣିଛି ଘୋଡ଼ା ବେପାର ଅଭିଯୋଗ। ବିଜେପିର ଅଭିଯୋଗ ଦଳୀୟ ଟିକେଟ୍ ବିକୁଛି ଆପ୍ । ଗତକାଲିଠୁ ଦିଲ୍ଲୀ ରାଜନୀତି ଖୁବ ସରଗରମ ରହିଛି ।…

ହକି ବିଶ୍ବକପର ପ୍ରି ରେଜିଷ୍ଟ୍ରେସନ

ଭୁବନେଶ୍ବର: ଓଡ଼ିଶାରେ ହକି ବିଶ୍ୱକପ ଟିକେଟ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ଭୁବନେଶ୍ୱର ଓ ରାଉରକେଲାରେ ହେବାକୁ ଥିବା ହକି ବିଶ୍ୱକପ ପାଇଁ ଖେଳପ୍ରେମୀଙ୍କ ଉତ୍କଣ୍ଠା ବଢ଼ିଥିବା ବେଳେ ଏଥିପାଇଁ  ଆରମ୍ଭ ହୋଇଛି ପ୍ରି ରେଜିଷ୍ଟ୍ରେସନ । ଖେଳ ଦେଖିବାକୁ ଇଚ୍ଛୁକ ଦର୍ଶକ ହକି ବିଶ୍ୱକପର…

ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୭୩)

8ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’ ହଁ, ଆଉ ଗୋଟିଏ କଥା ,ମାଟିରେ ଜନ୍ମ ମାଟିରେ ପାଦ ଥୋଇ ବି ଆକାଶର ନିଳିମାକୁ ମାଖି ହେବାର ଇଚ୍ଛା, ସମୁଦ୍ରର ଘେର ଭିତରେ ଥାଇ ବି ଅମୃତର ସ୍ୱାଦ ଚାଖିବାର ଇଚ୍ଛାକୁ ପିଲାଟି ଦିନରୁ ମୋ ଭିତରେ ପାଳି ଆସୁଛି । ଏଥିପାଇଁ ମୋତେ…

ସନେଟ: ଅଳସୀ

ରବି ପଣ୍ଡା  ହଳଦୀ ରଙ୍ଗରେ ରଙ୍ଗା କିଏ ଇଏ ନୂଆ ରଙ୍ଗବତୀ ଶୀତୁଆ ସକାଳେ‌ ପିନ୍ଧି ହସେଇ ହଳଦିଆ ପାଟ କଅଁଳ ଖରାକୁ ପୁଏଁ, ଶିଶିରରେ ଭିଜାଏ ତା‌' ଛାତି ହାଲକା ପଵନେ ହଲେ ପାଟଶାଢ଼ୀ ସବୁଜ ପଣତ। ଶୀତ ସହ ମିତ ବସି ଗୀତ ଗାଏ ମନ ଫୁଲାଣିଆ ସହଜେ ସୁନ୍ଦରୀମାନେ ଥା'ନ୍ତି ଟିକେ ଅଧିକ…

ଭାଷା ଭାଗବତ : ଭାଷାର ସଂବଳ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଅଭ୍ୟାସ ମାତ୍ରକେ ବଂଧନ ତହିଁରୁ ମୁକୁଳିଲେ ଜନ ହୁଅଇ ପ୍ରକୃତ ସ୍ବାଧୀନ ଅର୍ଥାତ୍‌ ନିଜ ଇଚ୍ଛାଧୀନ ବାଛି ବିଚାରି କାର୍ଯମାନ କରେ ସେ ନିଜେ ସମାପନ ନିଜକୁ କରି ସଂଶୋଧନ ବିତାଏ ଆନଂଦେ ଜୀବନ ଅନ୍ୟର କଥାକୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସମସ୍ତ ପର୍ବପର୍ବାଣି ଓ ଯାନୀଯାତ୍ରା ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିଥିବା ଦ୍ୱାଦଶ ଯାତ୍ରା ହେଉଛି. ସ୍ନାନଯାତ୍ରା ରଥଯାତ୍ରା,. ଶୟନ,. ଦକ୍ଷିଣାୟନ,…

କିପରି କତାର ପାଇଲା ବିଶ୍ବକପ୍ ଫୁଟବଲ ଆୟୋଜନ? ଦୁଇ ଲକ୍ଷ ମିଲିୟନ ଡଲାର କରିଛି ଖର୍ଚ

କତାର: ବିଶ୍ପକପ୍ ଫୁଟବଲ ମହାସମର ଏବେ କତାରରେ ଚାଲିଛି । ବିଶ୍ବର କୋଣଅନୁକୋଣରୁ ଫୁଟବଲ ପ୍ରେମୀମାନେ କତାରରେ ଡେରା ପକାଇଛନ୍ତି । କତାର ଭଳି ଛୋଟିଆ ଦେଶ ଯାହାର ଲୋକସଂଖ୍ୟା ୨୮ ଲକ୍ଷ । କିପରି ଫୁଟବଲ ବିଶ୍ବକପ୍ ଆୟୋଜନ କରିବାକୁ ଅନୁମତି ପାଇଲା ଏବଂ ତାହା ସଫଳ ଆୟୋଜନ କରିବାରେ ସମର୍ଥ…

ରାଜଧାନୀରେ ଦମ୍ ଦେଖାଇଲେ ଅଙ୍ଗନବାଡି ଦିଦି

ଭୁବନେଶ୍ୱର: ରାଜ୍ୟ ସରକାର ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ କରିନାହାନ୍ତି। ଏପରି ଅଭିଯୋଗ ଆଣି ସୋମବାର ହଜାର ହଜାର ଅଙ୍ଗନବାଡି କର୍ମୀ ଲୋୟର ପିଏମଜି ଛକରେ ଧାରଣା ଦେବା ଆରମ୍ଭ କରିଛନ୍ତି। ସେପଟେ ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଜାରି ରଖିବାକୁ…