Section 163 Imposed: ସୀମା ବିବାଦକୁ ନେଇ ଉତ୍ତେଜନା; ପୁଣି ଲାଗିଲା ୧୬୩ ଧାରା
ଖୋର୍ଦ୍ଧା: ସୀମା ବିବାଦକୁ ନେଇ ଉତ୍ତେଜନା। ପୁଣି ଲାଗିଲା ୧୬୩ ଧାରା। ବାଘମାରୀ ଥାନାର ଓସ୍ତପୁର-କୋଟପଲ୍ଲା ଗାଁରେ ୧୬୩ ଧାରା ଲାଗୁ। ଗତକାଲି ସୀମା ବିବାଦକୁ ନେଇ ପୋଡାଜଳା ପରସ୍ଥିତି ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ ହୋଇଛି।
ଗୁରୁବାର…