ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବାକୁ ଦାବି
ପୁରୀ: ଶ୍ରୀକ୍ଷେତ୍ରବାସୀଙ୍କ ପାଇଁ ଖୋଲୁ ଶ୍ରୀମନ୍ଦିରର ଚାରିଦ୍ୱାର । ଆଜି ପୁରୀ ଜିଲ୍ଲା ଯୁବ ଅଧିବକ୍ତା ମଞ୍ଚ ପକ୍ଷରୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଦାବି ପତ୍ର ପ୍ରଦାନ କରାଯାଇଛି । ପୁରୀବାସୀଙ୍କ ଆଧାର କାର୍ଡ କିମ୍ବା ଅନ୍ୟ କୌଣସି ପରିଚୟ ପତ୍ର ଦେଖି…