ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ ନୈମିତିକ -ବିଧି ଆଲୋଚନା ପ୍ରସଙ୍ଗରେ ଆଜି ଜାଣିବା ଏକ ବିଶେଷ ନୀତି "ଏକାଦଶୀ ନୀତି " ।
ପ୍ରତ୍ୟେକ ଏକାଦଶୀରେ ମଧ୍ୟାହ୍ନ ଧୂପ, ମଇଲମ, ଓ ସନ୍ଧ୍ୟା ଆଳତି…