ସାଂସଦଙ୍କ ଟାର୍ଗେଟରେ ୫ଟି ସଚିବ: ହେଲେ ନାଁ ନେଉ ନାହାଁନ୍ତି କାହିଁକି ?
ଭୁବନେଶ୍ୱର: ପୁଣି 5T ସଚିବଙ୍କ ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡଙ୍ଗୀ । ସଚିବଙ୍କ ନାଁ ନ ନେଇ ପୁଣି ଟାର୍ଗେଟ କଲେ ସାସଂଦ । ଭୁବନେଶ୍ୱରରେ ସାମ୍ବାଦିକମାନଙ୍କ ଉତ୍ତର ଦେଇ କହିଛନ୍ତି, ଯଦି ହୁଳହୁଳି, ଚନ୍ଦନ ଏବଂ ଜିନ୍ଦାବାଦ ଦରକାର ତେବେ ଚାକିରି ଛାଡି ମୈଦାନକୁ ଆସିବା ପାଇଁ 5T…