ଲୁପ ଲାଇନରେ କାହିଁକି ଯାଇଥିଲା କରମଣ୍ଡଳ ? ବୟାନ ଦେଲେ ଲୋକୋ ପାଇଲଟ
ବାଲେଶ୍ୱର:କେମିତି ଘଟିଲା ବାହାନଗା ରେଳ ଦୁର୍ଘଟଣା ? କାହିଁକି ଘଟିଲା ? ସାମ୍ନାକୁ ଆସିବ ପ୍ରକୃତ ଘଟଣା । ଏବେ ସୁସ୍ଥ ହେଉଛନ୍ତି ଲୋକୋ ପାଇଲଟ ଗୁଣନିଧି ମହାନ୍ତି ଓ ଆସିଷ୍ଟାଣ୍ଟ ଲୋକୋ ପାଇଲଟ ହଜାରି ବେହେରା । ସେମାନଙ୍କ ପ୍ରାଥମିକ ବୟାନ ମଧ୍ୟ ରେକର୍ଡ ହୋଇଛି। ତଦନ୍ତ କାରୀ ଟିମ୍…