Latest Odisha News

BREAKING NEWS

ଜେଲ୍ ଭିତରେ ଆପ୍ ନେତାଙ୍କୁ ଭିଭିଆଇପି ଟ୍ରିଟମେଣ୍ଟ

ନୂଆଦିଲ୍ଲୀ : ଜେଲ୍ ଭିତରେ ଭିଭିଆଇପି ଟ୍ରିଟମେଣ୍ଟ । ଦିଲ୍ଲୀ ତିହାର ଜେଲ୍ ଭିତରେ ଘଷା ମୋଡା ଖାଉଛନ୍ତି ଆପ୍ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ । ତାଙ୍କ ରାଜକୀୟ ଠାଣି । ବାବୁ ଖଟ ଉପରେ ଶୋଇ ପଢି ଚାଲିଛନ୍ତି । ଆଉ ସେବକ ଗୋଡରେ ତେଲ ଲଗାଇ ମାଲିସ କରିଚାଲିଛନ୍ତି । ଗୋଡ଼ ମୋଡା ସାଙ୍ଗକୁ ମୁଣ୍ଡରେ…

ଓଲଟି ପଡିଛି ଟ୍ରକ, ଅଚିନ୍ତାରେ ଗପୁଛି ଡ୍ରାଇଭର

ଭୁବନେଶ୍ୱର:  ବେଳେବେଳେ ଛୋଟ ଛୋଟ ଘଟଣା ମନକୁ ଛୁଇଁଯାଏ । ସେମିତି ଘଟଣା ଆମ ଦୖନିନ୍ଦିନ ଜୀବନର । ତଥାପି ଆମେ ତାକୁ ନଜରଅନ୍ଦାଜ କରିଦେଇ ଥାଉ । ହେଲେ ଅନ୍ୟ କେଉଁଠି ଦେଖିଲେ ଆମେ ଏହାର ମୂଲ୍ୟ ବୁଝିପାରୁ । ସୋସିଆଲ ମିଡିଆରେ ଏମିତି ଘଟଣା ଆଜିକାଲି ପ୍ରତିଦିନ ଦେଖିବାକୁ ମିଳୁଛି । ନିକଟରେ…

ସମ୍ବର ଶିଙ୍ଗ ଜବତ ସହ ୫ ଶିକାରୀ ଗିରଫ

କାମାକ୍ଷାନଗର : ଢେଙ୍କାନାଳ ବନବିଭାଗକୁ ମିଳିଲା ସଫଳତା  । ଦେଶୀ ବନ୍ଧୁକ ସମ୍ବର ଶିଙ୍ଗ ସହ ୫ ଜଣ ଶିକାରୀକୁ ଗିରଫ କରିଛି ବନ ବିଭାଗ । କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବିରାଶାଳ-୨ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଏକୁଲ ଗାଁରୁ ୫ଜଣ ଶିକାରୀକୁ ଗିରଫ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତ ମାନେ…

ଟ୍ରେନରୁ ଖସି ୨ଜଣ ଆହତ, ଘଟଣାସ୍ଥଳରେ ଉତ୍ତେଜନା

ଯାଜପୁର : ଟ୍ରେନ୍‌ ଚଢ଼ିବା ସମୟରେ ଅଘଟଣ  । ଦୁଲାଖାପାଟଣା ରେଳ ଷ୍ଟେସନରେ ଟ୍ରେନ ରେ ଚଢୁଥିବା ବେଳେ ତଳକୁ ଖସିପଡି ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ହୋଇଥିବା ବ୍ୟକ୍ତି ହେଲେ ବଟକୃଷ୍ଣ ସେଠୀ ଏବଂ ମାମୁନି ସାହୁ  । ଆଜି ସକାଳୁ ବାଲେଶ୍ୱରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା…

‘ଡୋନି ପୋଲୋ’ ଏୟାରପୋର୍ଟକୁ ଆଜି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଇଟାନଗର : ଆଜି ଅରୁଣାଚଳ ପ୍ରଦେଶ ଓ ଉତ୍ତର-ପୂର୍ବାଞ୍ଚଳ ପାଇଁ ଖୁସିର ଦିନ । ଲୋକାର୍ପିତ ହେବ ଡୋନି ପୋଲୋ ଏୟାରପୋର୍ଟ । ଏହା ଅରୁଣାଚଳ ପ୍ରଦେଶର ୩ୟ ସକ୍ରିୟ ଏୟାରପୋର୍ଟ ହେବାକୁ ଯାଉଛି । ହେଲେ ଇଟାନଗରରେ ଏହା ପ୍ରଥମ ଏୟାରପୋର୍ଟ ଏବଂ ଏହାକୁ ମିଶାଇ ସମଗ୍ର ନର୍ଥଇଷ୍ଟରେ ବିମାନବନ୍ଦର ସଂଖ୍ୟା…

ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ : ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି ସମ୍ପନ୍ନ ହେବ । ତେଣୁ ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର  । ପଇତାଲାଗି ନୀତି ପାଇଁ ଅପରାହ୍ଣ ୫ରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ସମସ୍ତ ରୀତିନୀତି…

ଆଜି କୋଣାର୍କ ମନ୍ଦିର ସମେତ ସମସ୍ତ ଐତିହ୍ୟ ସ୍ଥାନ ପ୍ରବେଶ ଶୁଳ୍କ ଛାଡ: ଏଏସଆଇ

ନୂଆଦିଲ୍ଲୀ:  ବିଶ୍ୱ ଐତିହ୍ୟ ସପ୍ତାହ ପାଳନ  ଅବସରରେ ଏଏସଆଇ ପକ୍ଷରୁ ଘୋଷଣା କରାଯାଇଛି ଯେ ବିଭିନ୍ନ ଐତିହ୍ୟ ସ୍ଥାନ ଆଜି ପାଇଁ ପ୍ରବେଶ ଶୁଳ୍କ ଦେବାକୁ ପଡିବ ନାହିଁ । ଆଜି କୋଣାର୍କ ସୂର୍ଯ୍ୟମନ୍ଦିରରେ ମଧ୍ୟ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଆଜି ଦିନକ ପାଇଁ ମାଗଣାରେ କୀର୍ତ୍ତିରାଜି…

ଟ୍ୱିଟ୍ ଜରିଆରେ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ମୋଦୀ ନିଜ ଟ୍ୱିଟ ଜରିଆରେ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀରେ ଶ୍ରଦ୍ଧାସୁମନ ଜଣାଇଛନ୍ତି । Tributes to our former PM Mrs. Indira Gandhi…

ଆସନ୍ତାକାଲିଠୁ ଗୋଆରେ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଗୋଆ: ଆସନ୍ତାକାଲିଠୁ ଗୋଆରେ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ  ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଆଇଏଫ୍‍ଏଫ୍‍ଆଇର ୫୩ତମ ସଂସ୍କରଣର ସଫଳତା ପାଇଁ  ଶୁଭେଚ୍ଛା ଜଣାଇଛନ୍ତି । ଏସିଆର ଅନ୍ୟତମ ପୁରାତନ…