ଷଡଯନ୍ତ୍ର: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଗୁପ୍ତ ସୂଚନା ପାକିସ୍ତାନକୁ ଯୋଗାଉଥିଲା କାର୍ଯ୍ୟରତ ଡ୍ରାଇଭର
ନୂଆଦିଲ୍ଲୀ: ଭାରତର ସୁରକ୍ଷା ଏଜେନ୍ସି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ କାର୍ଯ୍ୟ କରୁଥିବା ଜଣେ ଡ୍ରାଇଭରକୁ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗିରଫ କରିଛନ୍ତି । ପାକିସ୍ତାନର ଆଇଏସଆଇ ତାଙ୍କୁ ପ୍ରଥମେ ହନୀ ଟ୍ରାପରେ ଫସାଇଥିଲା । ଏହା ପରେ ଗୁପ୍ତ ତଥ୍ୟ ଯୋଗାଇବାକୁ ବାଧ୍ୟ କରାଇଥିଲା ।…