ସ୍ବାସ୍ଥ୍ଯମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀକୁ ମିଳିଲାନି ଆମ୍ବୁଲାନ୍ସ, ଟ୍ରଲିରେ ଗଲେ ହସ୍ପିଟାଲ
ସୋନପୁର: ଜଣେ ରୋଗୀଙ୍କୁ ଆମ୍ବୁଲାନ୍ସ ନମିଳିବାରୁ ରିକ୍ସା ଟ୍ରଲିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେବାକୁ ପଡିଛି। ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନିଜ ଜିଲ୍ଲା ବିନିକାରେ ଏହି ଘଟଣା ଘଟିଛି।
ରୋଗୀ ଜଣକ ହେଲେ ହାଲୁ ନାଏକ(୩୮)। ସେ ଗୁରୁବାର କାମ କରୁଥିବା ବେଳେ ହଠାତ୍ ଅସୁସ୍ଥ…