ଏନଆଇଆରଏଫ ରାଙ୍କିଙ୍ଗ୍ସ ୨୦୨୫: ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ସୋଆ
ଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି।
ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ନ୍ୟାସ୍ନାଲ୍…