ଟ୍ରେନ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇବା ନେଇ ସୂଚନା ଦେଲା ରେଳବାଇ
ଭୁବନେଶ୍ୱର: ବଢିଲା କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା । ଦିନ ୨ଟା ସୁଦ୍ଧା ଆସିଥିବା ତଥ୍ୟ ଦେଇଛି ରେଳ ବିଭାଗ । ଏହି ସମୟ ସୁଦ୍ଧା ମୃତ୍ୟୁ ସଂଖ୍ୟା ଏବେ ୨୮୮କୁ ବୃଦ୍ଧି ପାଇଛି । ୭୪୭ ଜଣ ଆହତଙ୍କ ଡାକ୍ତରଖାନାରେ ଚାଲିଛି ଚିକିତ୍ସା । ଏବେ ମଧ୍ୟ ୫୬ ଜଣଙ୍କ ଅବସ୍ଥା…