କରଜ କରି ସାକ୍ଷାତକାରରେ ଯାଇଥିଲେ ଦିନମଜୁରିଆଙ୍କ ଝିଅ ;ତୃତୀୟ ପ୍ରୟାସରେ ପାଇଥିଲେ ଆଇଏଏସ
ଥିରୁଅନନ୍ତପୁରମ: ୟୁପିଏସସି ପରୀକ୍ଷା ଫଳ ପ୍ରକାଶନ ପରେ ପରେ ଅନେକ ରୋଚକ କାହାଣୀ ସାମ୍ନାକୁ ଆସିଥାଏ । ସେଥିରୁ କେତେକ ଘଟଣା ପ୍ରେରଣାଦାୟୀ ହୋଇଥିବା ବେଳେ ମିଳିଥାଏ ଅନେକ ଶିକ୍ଷା । ଏଭଳି ଏକ ପ୍ରେରଣାଦାୟକ କାହାଣୀ ହେଉଛି କୁରିଚିୟା ଆଦିବାସୀ ଝିଅ ଶ୍ରୀଧନ୍ୟା ସୁରେଶଙ୍କର । ବାପା ଦିନ…