ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ୍ ସହ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଲାଇନଚ୍ୟୁତ୍, ୩୦ ମୃତ
ବାଲେଶ୍ୱର: ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ ।
ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ବାହାନଗା…