ଖୋର୍ଦ୍ଧାରେ ସୀମାକୁ ନେଇ ଦୁଇ ଗାଁ ମଧ୍ୟରେ ସଂଘର୍ଷ, ଅନେକ ଆହତ
ଖୋର୍ଦ୍ଧା: ଖୋର୍ଦ୍ଧା ବାଘମାରୀ ଅଞ୍ଚଳରେ ଦୁଇ ଗାଁର ବାସିନ୍ଦାଙ୍କ ମଧ୍ୟରେ ସଂଘର୍ଷ ଯୋଗୁଁ ବୁଧବାର ଦିନ ଉତ୍ତେଜନା ଦେଖାଦେଇଛି। ଯେଉଁଥିରେ ଅନେକ ଲୋକ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଦୀର୍ଘ ଦିନ ଧରି ଲାଗି ରହିଥିବା ସୀମା ବିବାଦକୁ ନେଇ ମଙ୍ଗଳବାର ରାତିରେ ବାଘମାରୀ ଥାନା ଅଧୀନରେ…