Latest Odisha News

BREAKING NEWS

ପଦ୍ମପୁର ଉପନିର୍ବାଚନ: ଶେଷ ଦିନରେ ତିନି ଦଳ ପାର୍ଥୀପତ୍ର ଦାଖଲ କରିବେ !

ପଦ୍ମପୁର: ଶେଷ ଦିନରେ ବିଜେଡି, ବିଜେପି ଓ କଂଗ୍ରେସ ଦଳର ପ୍ରାର୍ଥୀ ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିପାରନ୍ତି। ୧୪ ତାରିଖରେ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ଦାଖଲ କରିଥାନ୍ତେ। ହେଲେ ନାଟକୀୟ ଢ଼ଙ୍ଗରେ ସେ ଚାଷୀଙ୍କ ଦାବିକୁ ସମର୍ଥନ ଜଣାଇ…

ଆଇପିଏଲ: ଜାରୀ ହେଲା ରିଟେନ ଖେଳାଳିଙ୍କ ସୂଚୀ

ବାଙ୍ଗାଲୋର: ଆଇପିଏଲ ୨୦୨୩ ପାଇଁ ସମସ୍ତ ଟିମ ସେମାନଙ୍କ ରିଟେନ ଖେଳାଳିଙ୍କ ସୂଚୀ ଜାରୀ କରିଛନ୍ତି । ୨୩ ଡିସେମ୍ବରରେ ମିନି ଅକ୍ସନ କୋଚିରେ ଆୟୋଜିତ ହେବ । ଗୁଜରାଟ ଟାଇଟନ୍ସଠାରୁ କୋଲକାତା ଲୋକି ଫର୍ଗୁଶନ ଓ ରହନୁମୁଲ୍ଲା ଗୁରବାଜଙ୍କୁ କିଣିଛି । ଦିଲ୍ଲୀ ଶାର୍ଦ୍ଦୁଳ ଠାକୁରଙ୍କୁ ଦଳରେ ସାମିଲ…

G20 ସମ୍ମିଳନୀରେ ସି ଜିନପିଙ୍ଗଙ୍କ ସହ ହାତ ମିଳାଇଲେ ପିଏମ୍ ମୋଦି

ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା ଏଲଏସିରେ ଭାରତ-ଚୀନ ମଧ୍ୟରେ ତିକ୍ତତା ଲାଗି ରହିଛି । ଅନ୍ୟପଟେ କରୋନା ପରେ ଭାରତ ଅନେକ ଚୀନ ସାମଗ୍ରୀ ଆମଦାନୀ ଉପରେ କଟକଣା ଲଗାଇଛି । ଯାହାକୁ ନେଇ ଚୀନ ମଧ୍ୟ ଭାରତ ଉପରେ ଖପ୍ପା ରହିଛି । ଏଭଳି ସ୍ଥିତିରେ ଚୀନ ରାଷ୍ଟ୍ରପତି ସି…

ଚାଷୀ ବୀମା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କାଉଣ୍ଟର କଲା ବିଜେଡି

ଭୁବନେଶ୍ୱର: ଚାଷୀ ବୀମା ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କାଉଣ୍ଟର କରିଛି ବିଜେଡି । ହୋମୱାର୍କ ନକରି କେନ୍ଦ୍ରମନ୍ତ୍ରୀ ମନ୍ତବ୍ୟ ଦେଉଛନ୍ତି । ଚାଷୀଙ୍କ ପ୍ରତି ଦରଦ ଆଗରୁ କେଉଁଠି ଥିଲା ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର । ଓଡ଼ିଶା ଚାଷୀଙ୍କ…

ନଭେମ୍ବର ୩୦ରୁ ନୂଆପଡ଼ାରେ ଖରିଫ ଧାନ ସଂଗ୍ରହ, ପ୍ରତି ମଣ୍ଡିରେ ଲାଗିବ CCTV

ନୂଆପଡ଼ା: ଖରିଫ ଧାନ କିଣା ନେଇ ନୂଆପଡ଼ାରେ ଜିଲ୍ଲାସ୍ତରୀୟ ଧାନକ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକର ନିଷ୍ପତ୍ତି ଅନୁସାରେ ନୂଆପଡ଼ା ଜିଲ୍ଲାରେ ଆସନ୍ତା ୩୦ ତାରିଖରୁ ଖରିଫ୍ ଧାନ ସଂଗ୍ରହ କରାଯିହ । ଖରିଫ ଧାନ ସଂଗ୍ରହ ପାଇଁ ଚଳିତ ବର୍ଷ ଜିଲ୍ଲାରେ ୪୧ ହଜାର ୬୦୭ ଚାଷୀ ପଞ୍ଜୀକୃତ…

ଶିକ୍ଷକ ନିଯୁକ୍ତି ଓ ବିଜ୍ଞାନ ଶିକ୍ଷକଙ୍କ ବଦଳି ଦାବିରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ

କାମାକ୍ଷାନଗର : ମହାବିରୋଡ଼ ଜନପ୍ରଭା ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଶିକ୍ଷକ ନିଯୁକ୍ତି ଏବଂ ବିଜ୍ଞାନ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ଦାବିରେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ବିଦ୍ୟାଳୟରେ ନବମ ଦଶମ ଶ୍ରେଣୀ ପାଇଁ…

ଆଇପିଏଲରୁ ଅବସର ନେଲେ ପୋଲାର୍ଡ, ମୁମ୍ବାଇର ହେବେ ବ୍ୟାଟିଂ କୋଚ

ମୁମ୍ବାଇ: ଷ୍ଟାର ଅଲରାଉଣ୍ଡର କିରନ ପୋଲାର୍ଡ ଆଜି ଆଇପିଏଲରୁ ଅବସର ଘୋଷଣା କରିଛନ୍ତି । ସେ ୧୩ ବର୍ଷ ଧରି ମୁମ୍ବାଇ ଇଣ୍ଡିଆନ୍ସ ଟିମ ସହିତ ଜଡିତ ଥିଲେ । ମିନି ଅକ୍ସନ ପୂର୍ବରୁ ମୁମ୍ବାଇ ତାଙ୍କୁ ରିଲିଜ କରିଥିଲା । ଏହା ପରେ ସେ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ଏବେ ସେ ମୁମ୍ବାଇର ବ୍ୟାଟିଂ…

ପ୍ରେମିକା ହେବା ପାଇଁ ୫୭ ଲକ୍ଷ ଟଙ୍କା ଖର୍ଚ୍ଚ କରି ଚର୍ଚ୍ଚାରେ ଯୁବତୀ

ନୂଆଦିଲ୍ଲୀ : ପ୍ରେମ ଚିରନ୍ତନ ଶାଶ୍ବତ । କଥାରେ ଅଛି ପ୍ରେମ ମଣିଷକୁ ଅନ୍ଧ କରିଦିଏ । ତେବେ ଆମେ ଅନେକ ପ୍ରକାରର ପ୍ରେମ କାହାଣୀ ଶୁଣିଛନ୍ତି । ହେଲେ ଏଭଳି ଏକ ପ୍ରେମ କାହାଣୀ ଆମ ସାମ୍ନାକୁ ଆସିଛି ଯାହା ବିଷୟରେ ଆପଣ ଶୁଣିଲେ ତାଜୁବ୍‌ ହୋଇଯିବେ । ଆପଣ କେବେ ଶୁଣିଛନ୍ତି କି ଜଣେ ଝିଅ କାହାର…

କାଲି ବଙ୍ଗୋପସାଗରରେ ଲଘୁଚାପ, ୨ ଦିନ ବିଭିନ୍ନ ଜିଲ୍ଲାରେ ଦେଖାଯିବ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶୀତ ଲହରୀ ଆରମ୍ଭ ହୋଇଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଆକଳନ…

ଜ୍ୟାକଲିନଙ୍କୁ ମିଳିଲା ଜାମିନ

ମୁମ୍ବାଇ: ୨୦୦ କୋଟି ମନି ଲଣ୍ଡ୍ରିଂ କେସରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ସୋମବାର କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ପଟିୟାଲା ହାଉସ କୋର୍ଟ ଜ୍ୟାକଲିନଙ୍କୁ ୨ ଲକ୍ଷ ଟଙ୍କା ପର୍ସନାଲ ବଣ୍ଡ ଓ ସ୍ୟୁରେଟି ବଣ୍ଡ ଉପରେ ଜାମିନ ଦେଇଛନ୍ତି । କୋର୍ଟଙ୍କ ଏହି ଆଦେଶ ପରେ…