ଭୁବନେଶ୍ବରରେ ଆୟୋଜିତ ହେବ ଜନଜାତୀୟ ଗୌରବ ଦିବସ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଘୋଷଣାକ୍ରମେ ମହାନ ଜନଜାତି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି କ୍ରମରେ ଭୁବନେଶ୍ବରସ୍ଥିତ କିସ୍ ବିଶ୍ବବିଦ୍ୟାଳୟ ପରିସରରେ ଜନଜାତୀୟ ଗୌରବ…