ଅଟୋକୁ ଧକ୍କା ଦେଲା ଓଏସଆରଟିସି ବସ୍, ତିନି ଜଣ ଯାତ୍ରୀ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଧୋବାଡି ପାଟପୁର ନିକଟରେ ମଙ୍ଗଳବାର ସକାଳେ ଓଏସ୍ଆରଟିସିର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଅଟୋରେ ଥିବା ତିନି ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।
ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ପୁରୀ ଅଭିମୁଖେ ଯାଉଥିବା ସରକାରୀ…