ନେତାଜୀ ଜୟନ୍ତୀ ଜାତୀୟ ଛୁଟି ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀକୁ ଜାତୀୟ ଛୁଟି ଭାବେ ଘୋଷଣା କରିବାକୁ ନେଇ ଦାୟର ମାମଲାକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହାସହିତ ସେଦିନ ପରାକ୍ରମ ଦିବସ ବି ପାଳନ କରାଯିବନି ବୋଲି କହିଛନ୍ତି ସୁପ୍ରିମକୋର୍ଟ ।
ସୁପ୍ରିମକୋର୍ଟ କହିଛନ୍ତି, କୌଣସି ଦିବସକୁ ଜାତୀୟ…