ଜି -20 ଶିଖର ସମ୍ମିଳନୀରେ ଯୋଗଦେବାକୁ ଆଜି ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ହେବାକୁ ଥିବା ଜି -20 ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଲି ଗସ୍ତ କରିବେ । ବାଲିରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ୍, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିସ୍ ପ୍ରଧାନମନ୍ତ୍ରୀ…