ମୋଦୀଙ୍କୁ ଗୁଜରାଟ ନିର୍ବାଚନରେ ଔକାତ ଦେଖାଇବୁ: ମିସ୍ତ୍ରୀ
ଅହମଦାବାଦ: ୨୦୨୨ ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ମଧୁସୂଦନ ମିସ୍ତ୍ରୀ କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ଔକାତ ଜଣାଇଦେବେ। ଏହା ସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ସର୍ଦ୍ଦାର ପଟେଲ ହୋଇପାରିବେ ନାହିଁ।…