ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ- ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର: ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।
ରବିବାର ଏକ ସାକ୍ଷାତକାରରେ ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ।…