Latest Odisha News

BREAKING NEWS

ଇଡି କରୁଛି କଳାଟଙ୍କାର ଖୋଳତାଡ଼, ଭୁବନେଶ୍ୱରରୁ କେସିଙ୍ଗା.. ୮ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଇଡିର ତନାଘନା । ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ନାଗ ହନିଟ୍ରାପ୍ ମାମଲାରେ ୮ଟି ସ୍ଥାନରେ ରେଡ୍ କରିଛି । ମନି ଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ଇଡି ଅର୍ଚ୍ଚନାଙ୍କ କଳାହାଣ୍ଡି କେସିଙ୍ଗା ସ୍ଥିତ ପୈତୃକ ଘର ସହ ବାଲେଶ୍ୱର ଜଳେଶ୍ୱର…

ବ୍ରିଟେନର ରାଜା ରାଣୀଙ୍କୁ ଅଣ୍ଡା ଫୋପାଡ଼ିଲେ ଦୁର୍ବୃତ୍ତ

ଲଣ୍ଡନ : ଇଂଲଣ୍ଡର ଏକ ସାଧାରଣ ସଭାରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ରିଟେନର ତୃତୀୟ ରାଜା ଓ ରାଣୀଙ୍କ ଉପରେ ଅଣ୍ଡା ମାଡ଼ । ତେବେ ବ୍ରିଟେନର ରାଜା ଓ ରାଣୀଙ୍କ ଉପରକୁ ଜଣେ ଦୁର୍ବୃତ୍ତ ଅଣ୍ଡା ଫୋପାଡିଛନ୍ତି । କିଙ୍ଗସ ଚାର୍ଲସଙ୍କ ଉପରକୁ ମୋଟ ୩ଟି ଅଣ୍ଡା ଫୋପାଡିଥିଲେ ଯୁବକ ଜଣକ ।…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ।  ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା । ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ…

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଡିସେମ୍ୱର ୫ ତାରିଖରେ ପଦ୍ମପୁର ବିଧାନସଭା ପାଇଁ ଉପନିର୍ବାଚନ ହେବ । ଡିସେମ୍ୱର ୮ ତାରିଖରେ ଭୋଟ୍ ଗଣତି ହେବ । ଏନେଇ ପୂର୍ବରୁ ଭାରତୀୟ…

ଆଜି ହେଉଛି ମାଣ୍ଡିଆ ଦିବସ

ଭୁବନେଶ୍ବର : ଆଜି ପାଳନ ହେଉଛି ମାଣ୍ଡିଆ ଦିବସ । ମାଣ୍ଡିଆ ଏକ ପୁଷ୍ଟିକର ଖାଦ୍ୟ ।ମାଣ୍ଡିଆ ଆଦିବାସୀ ସଂସ୍କୃତି ସହ ବହୁ ଆଗରୁ ଜଡ଼ିତ। ତେବେ ଏଥିରେ ଥିବା ଭିଟାମିନ୍‌ ବା ଖାଦ୍ୟସାର ବେଶ୍‌ ଉପଯୋଗୀ । ସେଥି ପାଇଁ ମାଣ୍ଡିଆାର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଛି  । ଅନେକ ଚାଷୀ ମାଣ୍ଡିଆ…

ଅର୍ଚ୍ଚନା ନାଗ ଏବଂ ସହଯୋଗୀଙ୍କ ଘରେ ଇଡିର ଚଢ଼ାଉ

ଭୁବନେଶ୍ବର: ବ୍ଲାକ୍ ମେଲର ଅର୍ଚ୍ଚନା ନାଗ ଜେଲରେ ଥିବା ବେଳେ ଏବେ ତାଙ୍କ ଘରେ ଏବଂ ତାଙ୍କ ସହଯୋଗୀଙ୍କ ଘରେ ଇଡି ଚଢ଼ାଉ କରିଛି । ଭୁବନେଶ୍ବର ସତ୍ୟବିହାର ଘର, କଟକ, କଳାହାଣ୍ଡି କେସିଙ୍ଗା ବାସଭବନ, ଜଳେଶ୍ବର ସମେତ 8ଟି ସ୍ଥାନରେ ଇଡି ଚଢ଼ାଉ କରିଥିବା ଜଣାପଡିଛି । ଇଡି ଆର୍ଥିକ ନେଣଦେଣ…

ଆଜି ଦ୍ୱିତୀୟ ସେମିଫାଇନାଲରେ ଭାରତ-ଇଂଲଣ୍ଡ ମଧ୍ୟରେ ଲଢ଼େଇ

ଆଡିଲେଡ୍‌: ଫାଇନାଲରେ ପାକିସ୍ତାନ ସହ କାହାର ଲଢ଼େଇ ହେବ ଆଜି ସ୍ପଷ୍ଟ ହେବ । ବିଶ୍ବର ଅଧିକାଂଶ ପ୍ରଶଂସକ ଆଜିର ମ୍ୟାଚରେ ଭାରତ ବିଜୟୀ ହେବାକୁ ଅପେକ୍ଷା କରିଛନ୍ତି ।  ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ପାକିସ୍ତାନ ନିଉଜିଲାଣ୍ଡକୁ ହରାଇ  ଫାଇନାଲ୍‌ରେ ପ୍ରବେଶ କରିଛି । ସେମି ଫାଇନାଲ୍‌ରେ…

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର : ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳ ୧୦ଟା ୫୦ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯିବ । ସେଠାରେ ମହାମହିମଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ…

ଆଜିଠୁ ଆରମ୍ଭ ମାଣବସା ଗୁରୁବାର, ପୂଜା ପାଉଛନ୍ତି ମା’ ଲକ୍ଷ୍ମୀ

ଭୁବନେଶ୍ବର : ଓଡ଼ିଶାର ପୁରପଲ୍ଲୀରେ ଘରେ ଘରେ ପାଳନ କରାଯାଉଛି ମାର୍ଗଶିର ମାସ ଗୁରୁବାର । ଗୁରୁବାର ହେଉଛି ମା ଲକ୍ଷ୍ମୀଙ୍କ ପ୍ରିୟ ବାର । ଓଡ଼ିଆ ପରମ୍ପରା ଅନୁଯାୟୀ ଏହି ମାସର ଏକ ବିଶେଷ ମହତ୍ତ୍ବ ରହିଛି । ଏହି ମାସର ପ୍ରତ୍ୟେକ ଗୁରୁବାରରେ ଘରେ ଘରେ ମା ଲକ୍ଷ୍ମୀଙ୍କର ପବିତ୍ର ମାଣବସା ଓଷା…

ସାତ୍ତ୍ଵିକ ତ୍ୟାଗ

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ନିଷ୍କାମ ଓ ପରୋପକାର ରତ, ବିଷୟ ବାସନା ଓ ସୁଖଭୋଗରେ ଯେ ସମ୍ଭନ୍ଧ ରଖେ ନାହିଁ ସେ ତ୍ୟାଗୀ । କାମ୍ୟକର୍ମ ସବୁକୁ ତ୍ୟାଗ କରିବା ହେଉଛି ସନ୍ୟାସ ଏବଂ ସକଳ କର୍ମର ଫଳତ୍ୟାଗକୁ ‘ତ୍ୟାଗ’ କୁହାଯାଏ । ତ୍ୟାଗ ତିନି ପ୍ରକାର - ସାତ୍ତ୍ଵିକ,…