ଘଣ୍ଟାଏ ପରେ ଆମ୍ବୁଲାନ୍ସ ପହଞ୍ଚିବା ଗ୍ରହଣୀୟ ନୁହେଁ: କଟକ ମେୟର
କଟକ: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟପଟେ ଏହି ଅଗ୍ନିକାଣ୍ଡକୁ ନେଇ କଟକ ମେୟର ରାଜ୍ୟ ସରକାରଙ୍କୁ ଚେତାଇ ଦେଇଥିବା ବେଳେ ସରକର ଉପରେ ପ୍ରଶ୍ନ ମଧ୍ୟ ଉଠାଇଛନ୍ତି। ଏହାସହ…