ମଣିପୁର ହିଂସା: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଏନ୍ ବିରେନ ସିଂହ
ଇମ୍ଫାଲ୍: ମଣିପୁରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଇଛି। ଜାତିଗତ ହିଂସା ରୋକିବାରେ ବିଫଳ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂ। ଶୁକ୍ରବାର ଦିନ ୩ ଟାରେ ରାଜ୍ୟପାଳ ଅନୁସୁୟା ଉଇକେଙ୍କୁ ଭେଟି ଇସ୍ତଫା ପ୍ରଦାନ କରିବେ ବୋଲି ସୂଚନା…