୬୦ ଲିଟର ମଦ ଜବତ ସହ ଜଣେ ଗିରଫ
କାମାକ୍ଷାନଗର : ପେଟ୍ରୋଲିଂ ବେଳେ ଜଣେ ମଦ ମାଫିଆକୁ ଗିରଫ କରିଛି ଅବକାରୀ ପୋଲିସ । ପଣ୍ଡୁଆ ରାସ୍ତାରେ ସ୍କୁଟି ଯୋଗେ ମଦ ଚାଲାଣ କରୁଥିଲା ଜଣେ ବ୍ୟକ୍ତି । ଢେଙ୍କାନାଳ ଜିଲ୍ଲାପାଳ ଓ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ କାମାକ୍ଷାନଗର ଅବକାରୀ ଟିମ୍ ସେହି ମଦ ମାଫିଆକୁ ଗିରଫ କରିଛି…