ବାହାନାଗା ଟ୍ରେନ ଦୁର୍ଘଟଣା : ଏସସିବିରେ ଆଖି ବୁଜିଲେ ଆଉ ଜଣେ ଆହତ
କଟକ : ବାହାନାଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଏବେ ଟ୍ରେନ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି । ମୃତକଙ୍କ ନାଁ ହେଉଛି ମନୀଷ କୁମାର । ସେ କଟକ SCBରେ ଚିକିତ୍ସାଧୀନ ଥିଲେ । ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି । ମନୀଷଙ୍କ…