ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରଖ୍ୟାତ ଉର୍ଦ୍ଦୁ କବି ମୁନୱର ରାଣା
ଲକ୍ଷ୍ନୌ: ପ୍ରଖ୍ୟାତ ଉର୍ଦ୍ଦୁ କବି ତଥା ଲେଖକ ମୁନୱର ରାଣା(୭୦)ଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ବିଗଡ଼ିବାରୁ ତାଙ୍କୁ ଲକ୍ଷ୍ନୌର ଅପୋଲୋ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗୁରୁବାର ଭୋର ସମୟରେ ହଟାତ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ଏହାପରେ ତାଙ୍କୁ ତୁରନ୍ତ ଅପୋଲୋ…