Latest Odisha News

BREAKING NEWS

ତିରୁପତି ମନ୍ଦିରର ସମ୍ପତି ଘୋଷଣା କଲା ଟ୍ରଷ୍ଟ

ଅମରାବତୀ: ତିରୁମାଲା ତିରୁପତି ଦେବସ୍ଥାନମସ ଟ୍ରଷ୍ଟ ପକ୍ଷରୁ ଆଜି ତିରୁପତି ମନ୍ଦିରର ସମ୍ପତି ଘୋଷଣା କରାଯାଇଛି । ଟିଟିଡି ପକ୍ଷରୁ ଘୋଷଣା କରାଯାଇଥିବା ସମ୍ପତି ତାଲିକାରେ ୧୦.୩ ଟନ ସୁନା ଏବଂ ୧୫,୯୩୮ କୋଟି ଟଙ୍କା କ୍ୟାଶ ରହିଛି । ସମସ୍ତ ସମ୍ପତି ହିସାବକୁ ନେଲେ ବର୍ତମାନ ମୂଲ୍ୟ ଅନୁସାରେ…

ଧାମନଗରରେ ବାଜିମାତ୍ କଲେ ସୂର୍ଯ୍ୟବଂଶୀ ସୂରଜ

ଧାମନଗର : ଭଦ୍ରକ ଜିଲ୍ଲାର ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ସରିବା ଉପରେ  । ତେଣେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୯୮୮୧ ଭୋଟରେ ଆଗୁଆ ରହିଛନ୍ତି । ସୂର୍ଯ୍ୟଙ୍କୁ ୮୦,୩୫୧ ଖଣ୍ଡ ଭୋଟ୍ ମିଳିଛି । ବିଜେଡି ପ୍ରାର୍ଥୀ…

ତାମିଲନାଡୁର ୧୫ ଜଣ ମତ୍ସ୍ୟଜୀବୀ ଗିରଫ ସହ ୨ ବୋଟ ଜବତ କଲା ଶ୍ରୀଲଙ୍କା ନୌସେନା

ନୂଆଦିଲ୍ଲୀ : ମାଛ ଧରିବା ଅଭିଯୋଗରେ ୧୫ ଜଣ ମତ୍ସ୍ୟଜୀବୀ ଗିରଫ । ଗତକାଲି ସନ୍ଧ୍ୟାରେ ପ୍ରାୟ ୨୫୦୦ମତ୍ସ୍ୟଜୀବୀ ୪୦୦ ଡଙ୍ଗାରେ ମାଛ ଧରିବାକୁ ଯାଇଥିଲେ। ଧନୁଷ୍କୋଡି ଏବଂ ଥାଲାମନାନାର ନିକଟରେ ମାଛ ଧରିବାବେଳେ ଶ୍ରୀଲଙ୍କା ନୌସେନା ପେଟ୍ରୋଲିଂ କରି ସେମାନଙ୍କୁ  ଧରିଥିଲେ । ସାମୁଦ୍ରିକ…

ଜିମ୍ବାୱେକୁ ୭୧ ରନରେ ହରାଇଲା ଭାରତ: ସେମିରେ ଇଂଲଣ୍ଡ ସହ ମୁକାବିଲା

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ ସୁପର ୧୨ର ଶେଷ ମୁକାବିଲାରେ ଭାରତ ୭୧ ରନରେ ଜିମ୍ବାୱେକୁ ପରାସ୍ତ କରି ଟେବୁଲ ଟପର ଭାବେ ସେମିଫାଇନାଲରେ ପ୍ରବେଶ କରିଛି । ୧୦ ନଭେମ୍ବରରେ ଭାରତ ସେମିଫାଇନାଲରେ ଇଂଲଣ୍ଡକୁ ଭେଟିବ । ଏହାର ପୂର୍ବ ଦିନ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆଉ ଏକ…

ଧାମନଗର : ବିଜୟ ଟିକା ପିନ୍ଧିବେ ସୂର୍ଯ୍ୟବଂଶୀ !

ଧାମନଗର : ଭଦ୍ରକ ଜିଲ୍ଲାର ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ସରିବା ଉପରେ  । ତେଣେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ୧୭ ତମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୮୮୨୫ ଭୋଟରେ ଆଗୁଆ ରହିଛନ୍ତି । ସୂର୍ଯ୍ୟଙ୍କୁ ୭୫,୨୩୯ ଖଣ୍ଡ ଭୋଟ୍ ମିଳିଛି । ବିଜେଡି ପ୍ରାର୍ଥୀ…

୨ ରାଉଣ୍ଡ ଗଣତି ପରେ ଧାମନଗର ଉପନିର୍ବାଚନ ଫଳାଫଳ, ବଢୁଛି ଉତ୍କଣ୍ଠା

ଧାମନଗର: ଆଉ ରହିଲା ୨ ରାଉଣ୍ଡ । ୪୬ ନମ୍ୱର ନିର୍ବାଚନମଣ୍ଡଳୀ ଭଦ୍ରକ ଜିଲ୍ଲାର ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ରାଉଣ୍ଡ ସରି ସରି ଆସୁଥିବା ବେଳେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ୧୬ ତମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୯୭୨ ଭୋଟରେ ଆଗୁଆ ରହିଛନ୍ତି ।…

ତାଞ୍ଜାନିଆର ଭିକ୍ଟୋରିଆ ହ୍ରଦରେ ଖସି ପଡ଼ିଲା ଯାତ୍ରୀବାହୀ ବିମାନ

ନୂଆଦିଲ୍ଲୀ: ତାଞ୍ଜାନିଆର ଭିକ୍ଟୋରିଆ ହ୍ରଦରେ ଖସି ପଡ଼ିଲା ଯାତ୍ରୀବାହୀ ବିମାନ। ବିମାନଟି ନିୟନ୍ତ୍ରଣ ହରାଇ ହ୍ରଦ ଭିତରକୁ ଖସିପଡ଼ିଥିଲା। ଉତ୍ତର ପଶ୍ଚିମ ବୁକୋବା ସହରରେ ଅବତରଣ କରିବାର କିଛି ସମୟ ପୂର୍ବରୁ ଖରାପ ପାଣିପାଗ କାରଣରୁ ବିମାନଟି ତାଞ୍ଜାନିଆର ଭିକ୍ଟୋରିଆ ହ୍ରଦକୁ ଖସିପଡିଥିଲା…

ଧାମନଗର ରାୟ: ସୂରଜ ୭୬୬୩  ଭୋଟରେ ଆଗୁଆ, ଆଉ ୩ ରାଉଣ୍ଡ ବାକି

ଧାମନଗର: ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ରାଉଣ୍ଡ ସରି ସରି ଆସୁଥିବା ବେଳେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ୧୫ତମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୬୬୩  ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୬୭,୦୫୬ ଖଣ୍ଡ ଭୋଟ୍ ମିଳିଛି । ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ…

ଧାମନଗର ରାୟ : ବିଜୟମୁହାଁ ସୂର୍ଯ୍ୟବଂଶୀ ସୂରଜ

ଧାମନଗର: ଧାମନଗର ଉପନିର୍ବାଚନ ଭୋଟ୍ ଗଣତି ରାଉଣ୍ଡ ସରି ସରି ଆସୁଥିବା ବେଳେ ଧାମନଗରବାସୀଙ୍କ ଉତ୍କଣ୍ଠା ବଢିଚାଲିଛି । ୧୪ତମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୬୬୧  ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୬୩,୦୩୧  ଖଣ୍ଡ ଭୋଟ୍ ମିଳିଛି । ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ…

ଶିଶୁ କନ୍ୟାକୁ ଜନ୍ମ ଦେଲେ ଆଲିଆ

ମୁମ୍ଵାଇ: ଫ୍ୟାନ୍ସଙ୍କୁ ଖୁସି ଖବର ଦେଲେ ଆଲିଆ । ଶିଶୁ କନ୍ୟାର ପିତାମାତା ହୋଇଛନ୍ତି ରଣବୀର-ଆଲିଆ। ଏନେଇ ଆଲିଆ ଭଟ୍ଟ ଏକ ଇନଷ୍ଟାଗ୍ରାମ ପୋଷ୍ଟ କରିଛନ୍ତି, ଯାହାକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି। କିଛି ସମୟ ପୂର୍ବରୁ ଆଲିଆ ଭଟ୍ଟ ଇନଷ୍ଟାରେ ଏକ ପୋଷ୍ଟ ସେୟାର କରିଛନ୍ତି । ଏହି…