ବିବାହ ମଣ୍ଡପକୁ ଯିବା ପୂର୍ବରୁ ଜିମ୍ ଗଲେ କନ୍ୟା
ସାଧାରଣତଃ ଅଧିକାଂଶ ଲୋକ ନିଜ ବିବାହକୁ ସ୍ୱତନ୍ତ୍ର କରିବାକୁ ଚାହାଁନ୍ତି । ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ଉପାୟ ଆପଣାଇଥାନ୍ତି । ସେ ସାଜ୍ଜସଜ୍ଜା ହେଉ ବା ମେକ୍ଅପ୍, ବା ଭୋଜି ସବୁକିଛି ନୂଆ କରିବାକୁ ଚାହାଁନ୍ତି ସସସ୍ତେ । ଏବେ ବିବାହ ପୂର୍ବରୁ ପ୍ରି-ୱେଡ଼ିଂ ଫଟୋ ସୁଟ୍କୁ ବେଶୀ…