କିଟରେ ୩୧ତମ ରାଜ୍ୟ ଏସଏନଏଆଇ ଦ୍ୱିବାର୍ଷିକ ସମ୍ମିଳନୀ ଉଦଯାପିତ
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଷ୍ଟୁଡ଼େଣ୍ଟ ନର୍ସେସ୍ ଆସୋସିଏସନ ଅଫ୍ ଇଣ୍ଡିଆ(ଏସ୍ଏନ୍ଏଆଇ) ଓଡ଼ିଶା ରାଜ୍ୟ ଶାଖାର ୩୧ତମ ଦ୍ୱିବାର୍ଷିକ ସମ୍ମିଳନୀ ରବିବାର ଉଦ୍ଯାପିତ ହୋଇଯାଇଛି।
ଭାରତୀୟ ତାଲିମପ୍ରାପ୍ତ ନର୍ସ ସଂଘ (ଟିଏନ୍ଏଆଇ)ର ଓଡ଼ିଶା ଶାଖା ଏବଂ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍…